
ଭୁବନେଶ୍ବର, ୯/୯ : ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ Continue Reading