Home Posts tagged CENTRAL MINISTER JUEL ORAM
Odisha News
ନୂଆଦିଲ୍ଲୀ, ୬/୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି…’ କହି ଚଳନ୍ତା ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ ହୋଇଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଜୁଏଲ ଓରାମ।ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ Continue Reading