Home Posts tagged central minister juel orams wife passes away
Odisha News
ଭୁବନେଶ୍ୱର,୧୮/୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ।ତାଙ୍କ ବିୟୋଗରେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ସ୍ବାମୀ ଜୁଏଲ। ସେ କାନ୍ଦି କାନ୍ଦି କହିଛନ୍ତି, ହଠାତ୍ ତାଙ୍କର ରକ୍ତବାନ୍ତି ହେଲା। Continue Reading
Seo wordpress plugin by www.seowizard.org.