
ପୁରୀ,୩୦/୫: ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଛି ଅଘଟଣ। ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରି ଖେଳ ବେଳେ ବାଣ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି।ଗତ ରାତିରେ ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହିସମୟରେ ଦେବୀଘାଟ Continue Reading