Home Posts tagged chandra pura
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର/ ରାୟଗଡ,୨୩/୧୧ : ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଦୁଧାଲ ଅଭିଷେକ ଦିଲ୍ଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ, ଚନ୍ଦ୍ରପୁର ଗୋଷ୍ଠୀ Continue Reading