
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୧୮/୯: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସଦମହକୁମାରେ ଥିବା ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି ।ମୁନିଗୁଡା ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ କୋଇନ କିମ୍ବାକା , ସମ୍ମାନୀତ ଅତିଥି ଭାବେ ଶିଶୁ ବିକାଶ ବିଭାଗ ଅଧିକାରୀ ଗୀତାରାଣୀ ସାହୁ , ଜୀବିକା ମିଶନର Continue Reading