
ଭୁବନେଶ୍ବର, ୧୩/୮ : ବେଆଇନ୍ ଭାବେ ଅମାପ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଶେଷରେ ବନ୍ଧା ହେଲେ ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର । ଜଌଈ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କୁ ଗିରଫ କରାଯାଇଛି।ଚଢ଼ାଉ ବେଳେ ତାରାପ୍ରସାଦଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇ ଯାଇଥିଲା। ଚଢ଼ାଉ ସମୟରେ ତାରା ପ୍ରସାଦଙ୍କର ୧୦ଟି Continue Reading