
ଓଡ଼ିଶା, ୨୯/୮ : ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ପଡ଼ୁଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି ଘୋଷଣା କରାଯାଇଛି। ସେପ୍ଟେମ୍ବର ୯ ତାରିଖରେ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାର ବିଭିନ୍ନ Continue Reading