Home Posts tagged chief minister launched mission sakti bazar
Odisha News
ଭୁବନେଶ୍ୱର,୨୮/୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ ସହରାଞ୍ଚଳରେ ବାସ କରୁଥିବା ମହିଳାମାନଙ୍କ ପାଇଁ ଦୀର୍ଘମିଆଦୀ ଜୀବିକାର୍ଜନ ଲାଗି ମିଶନ ଶକ୍ତି ବଜାର ବଡ଼ ପ୍ଲାଟ୍ଫର୍ମ ଭାବେ କାର୍ଯ୍ୟ କରିବ।ମହିଳା ଉଦ୍ୟୋଗୀ ସୃଷ୍ଟି ଦିଗରେ ୫-ଟି କ୍ରମରେ ଏହାର ବିକାଶ କରାଯାଇଛି। ମିଶନ ଶକ୍ତି ବଜାର ଉଦ୍ଘାଟନ ହେବା ପୂର୍ବରୁ ୫-ଟି ଓ Continue Reading