
ବାଲୁଗାଁ,୧୬/୧ : ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ।ଏହି ଗଣନା ପାଇଁ ୨୧ଟି ଟିମ୍, ପ୍ରତି ଟିମ୍ରେ ୪ରୁ ୫ ଜଣ ରହିବେ ବୋଲି କହିଛନ୍ତି ଡିଏଫ୍ଓ। ସେହିପରି ୨୦ରୁ ୨୨ ପର୍ଯ୍ୟନ୍ତ ଚିଲିକାରେ ଡଲ୍ଫିନ୍ ଗଣନା ହେବ।ସେହିପରି ଜାନୁଆରୀ ୧୮ରୁ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ Continue Reading