Home Posts tagged choudwar
Odisha News
ଚୌଦ୍ୱାର , ୧୭/୪ : ପୁଲିସ ଉଭୟଙ୍କୁ ଗୁରୁବାର ଧରିବାକୁ ଯାଇଥିବାବେଳେ ସେମାନେ ପ୍ରଥମେ ପୁଲିସ ଉପରକୁ ଗୁଳି ଚଳାଇଥିଲେ। ଏହାପରେ ଚୌଦ୍ୱାର ପୁଲିସ ଓ ସ୍ପେଶାଲ ସ୍କ୍ୱାଡ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ଏଥିରେ ଦୁଇଜଣ ଆହତ ହୋଇଥିଲେ। ପୁଲିସ ସେମାନଙ୍କ ନିକଟରୁ ଵନ୍ଧୁକ ଓ ଗୁଳି ଜବତ କରିଛି ।କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ା ବିଭିନ୍ନ ଅପରାଧିକ କାର‌୍ୟ୍ୟକଳାପରେ ସଂପୃକ୍ତ ଥିବା ସୂଚନା ମିଳିଛି । ବିଭିନ୍ନ ଥାନାରେ ସେମାନଙ୍କ ବିରୋଧରେ […]Continue Reading
Odisha News
ଚୌଦ୍ୱାର,୧୩/୧୦: କେନାଲରେ ଭାସିଯାଇ ୩ ନିଖୋଜ । ଜଗତପୁର ନିକଟ ପଟ୍ଟାମୁଣ୍ଡାଇ କେନାଲରେ ବୁଡ଼ି ୩ ଯୁବକ ନିଖୋଜ । ଗତକାଲି ବିଳମ୍ବିତ ରାତିରେ ଭାସି ଯାଇ ନିଖୋଜ ହୋଇଥିବା ସୂଚନା ।ଚୌଦ୍ଵାର ରୁପଯାତ୍ରା ଭସାଣୀ ଦେଖିସାରି ଘରକୁ ଫେରୁଥିବା ସମୟରେ ପଟ୍ଟାମୁଣ୍ଡାଇ କେନାଲରେ ଗାଧୋଇବାକୁ ଯାଇଥିଲେ ୪ ସାଙ୍ଗ । ଗାଧୋଉ ଥିବାବେଳେ ହଠାତ୍ ୪ ଜଣ ଖସି ପଡ଼ିଥିଲେ । ତେବେ ସେଥିରୁ ଜଣେ ପହଁରି କୁଳରେ ଲାଗିଥିଲେ । ଆଜି ସକାଳୁ ଘଟଣା […]Continue Reading