Home Posts tagged chse plus two arts result aug 8
Odisha News
ଭୁବନେଶ୍ୱର,୬/୮ : ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ। ସେହି ଦିନ ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସୂଚନା ଅନୁସାରେ, www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ଏହି ୱେବସାଇଟ୍ ମାଧ୍ୟମରେ ପରୀକ୍ଷାଫଳ ଦେଖିପାରିବେ। ଯୁକ୍ତ ଦୁଇ କଳା ସହ ୮ Continue Reading
Seo wordpress plugin by www.seowizard.org.