Home Posts tagged CLOTHES SHOP BURNED DOWN
Odisha News
ନୟାଗଡ଼,୨୬/୧୦: ନୟାଗଡ଼ ସହର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ ଗାରମେଣ୍ଟସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ କୋଟିଏ ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ପୋଷାକପତ୍ର ପୋଡ଼ିପାଉଁଶ ହୋଇଯାଇଛି।ବିଳମ୍ବିତ ରାତିରେ ଘଟିଥିବା ଏହି ଅଗ୍ନିକାଣ୍ଡକୁ କାବୁ କରିବାକୁ ୪ଟି ଦମକଳ ନିୟୋଜିତ ହୋଇଥିଲା। ପ୍ରାୟ ୪ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଅଗ୍ନିକାଣ୍ଡକୁ ଆୟତ୍ତ କରିଥିଲେ ଅଗ୍ନିଶମ ବାହିନୀ। ତେବେ ସର୍ଟ ସର୍କିଟ ଯୋଗୁଁ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ Continue Reading
Seo wordpress plugin by www.seowizard.org.