ଭୁବନେଶ୍ବର, ୧୫/୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତକାଳରେ ଏକାଧିକ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଜିଲ୍ଲାର ବିକାଶର ଧାରାକୁ ଆଗେଇ ନେବା ପାଇଁ ଏହି ପ୍ରକଳ୍ପ ଗୁଡିକର ବିଶେଷ ଯୋଗଦାନ ରହିବ।ମୁଖ୍ୟମନ୍ତ୍ରୀ କହିଛନ୍ତି, ସମଗ୍ର ରାଜ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ନିଯୁକ୍ତି ସୁଯୋଗ ଇତ୍ୟାଦି କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଲୋକଙ୍କ ସରକାର ପ୍ରାଥମିକତା Continue Reading
ମାଲକାନଗିରି,୧୪/୧୨: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ।ମୁଖ୍ୟମନ୍ତ୍ରୀ ପ୍ରଥମେ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ କୃଷି ମେଳା ଉଦ୍ଘାଟନ କରିବା ସହ ମେଳାରେ ବିଭିନ୍ନ କମ୍ପାନୀ ଦ୍ୱାରା କୃଷି Continue Reading
ଓଡ଼ିଶା, ୩/୧୨ : ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍ ଫିଲ୍ମ ପ୍ରଯୋଜକ ଏକତା କପୁର। ଓଡ଼ିଶା ବିଧାନସଭାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ‘ଦି ସାବରମତି ରିପୋର୍ଟ’ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି।ଏଥିସହ ରାଜ୍ୟ ସରକାର ‘ଦି ସାବରମତି ରିପୋର୍ଟ’ ଫିଲ୍ମକୁ କରମୁକ୍ତ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ‘ଦି ସାବରମତି ରିପୋର୍ଟ’ ଫିଲ୍ମର ପ୍ରଯୋଜିକା ହେଉଛନ୍ତି ଏକତା କପୁର।ଏକତା କପୁରଙ୍କ ପ୍ରଯୋଜିତ ଫିଲ୍ମ Continue Reading
ଓଡ଼ିଶା, ୨/୧୨ : ‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିରେ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ […]Continue Reading
ଭୁବନେଶ୍ୱର, ୯/୧୧: ଗୋଟିଏ ପରେ ଗୋଟିଏ ଘୋଷଣା କରି ରାଜ୍ୟ ବାସୀଙ୍କୁ ଚକିତ କରୁଛନ୍ତି ମୋହନ ସରକାର । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ସରକାର ବଡ଼ ଘୋଷଣା କରିଛନ୍ତି ।ଯେଉଁମାନେ ଆଜି ଯାଏ ବିଭିନ୍ନ ପଦ୍ମ ସମ୍ମାନରେ ସମ୍ମାନିତ ହୋଇଛନ୍ତି ସେମାନଙ୍କୁ ସରକାର ମାସିକ ସହାୟତା ପ୍ରଦାନ କରିବେ । ପଦ୍ମ ବିଜେତାଙ୍କୁ ରାଜ୍ୟ ସରକାର ମାସକୁ ୩୦ ହଜାର ଟଙ୍କାର ସହୟତା ରାଶି ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]Continue Reading
ଓଡ଼ିଶା,୩/୧୧ : ୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୮ରୁ ୨୦ ତାରିଖ ପର୍ୟ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।Continue Reading
ଭୁବନେଶ୍ୱର,୨୮/୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ।ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି ସିଧାସଳଖ ହିତାଧିକାରୀଙ୍କ ଖାତାକୁ ଡିବିଟି ମାଧ୍ୟମରେ ଟଙ୍କା ଯାଉଥିବାରୁ ଆଉ ଦୁର୍ନୀତି ହୋଇପାରୁ ନଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।ରାଜ୍ୟରେ ନୂଆ ସରକାର ଆସିବା ପରେ ବର୍ତମାନ Continue Reading
ଓଡ଼ିଶା, ୨୫/୧୦ : ‘ଆମେ ବାତ୍ୟା ‘ଦାନା’ର ସଫଳତାର ସହ ମୁକାବିଲା କରିଛୁ। ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ ଥିଲା, ଆମେ ଏଥିରେ ସଫଳତା ହାସଲ କରିଛୁ। ଦଳଗତ ଭାବେ କାମ କରିବା ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଲା ଓ ଏହାର ସୁଫଳ ରାଜ୍ୟବାସୀ ପାଇଛନ୍ତି ।’ ଆଜି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଆଜି ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ଆମେ ନିରବଚ୍ଛିନ ଭାବେ କାମ […]Continue Reading
ଭୁବନେଶ୍ୱର,୫/୧୦ : ପୂର୍ବ ବିଜେଡ଼ି ସରକାର କିଭଳି ଭାବେ ଗଣମାଧ୍ୟମର କଣ୍ଠରୋଧ କରି ରଖିଥିଲା ତାହାର ଆଜି ଗୁମର ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଯିଏ ନବୀନ ସରକାରର ସ୍ୱର ହେବାକୁ ମନା କଲା ସେହି ଗଣମାଧ୍ୟମକୁ ସମସ୍ତ କାର୍ଯ୍ୟକ୍ରମରେ ଦୂରେଇ ରଖାଗଲା । କିନ୍ତୁ ଆଜିର ଏହି ଲୋକଙ୍କ ସରକାରରେ ଗଣାମାଧ୍ୟମରେ କଣ୍ଠରୋଧ କରାଯିବ ନାହିଁ କିମ୍ବା ଧମକ ଦିଆଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଗଣମାଧ୍ୟମ ‘ନିର୍ଭୟ’ର ୧୦ମ […]Continue Reading
ଭୁବନେଶ୍ୱର/ନୂଆଦିଲ୍ଲୀ,୩/୧୦: ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ।ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଥିଲେ। ତେବେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଆଲୋଚନା ପରେ ବଡ଼ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ Continue Reading