ଭୁବନେଶ୍ୱର,୯/୯ : ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ।ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ୟୁନିଟ୍ ଓ ଗ୍ରୁପ କମ୍ପାନୀଗୁଡ଼ିକ ସହ ରାଉଣ୍ଡ ଟେବୁଲ ଆଲୋଚନାମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଓଡ଼ିଶା ପ୍ରତିନିଧିମଣ୍ଡଳୀ ‘ଇଣ୍ଟରନ୍ୟାଶନାଲ ହୋଲ୍ଡିଂ କମ୍ପାନୀ (IHC)’ର ବିଭିନ୍ନ ବ୍ୟବସାୟିକ ୟୁନିଟ ଓ ଗ୍ରୁପ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର ୨୭/୮ : ଡବଲ ଇଂଜିନ ସରକାର ବିକାଶକୁ ଗୁରୁତ୍ବ ଦେଇଛନ୍ତି । ଦୀର୍ଘ ଦିନର ସମସ୍ୟାର ସମାଧାନ ହେଉଛି । ନୂଆକୀର୍ତ୍ତିପୂରର ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ।୧୩୭୧ ବିସ୍ଥାପିତ ପରିବାରଙ୍କୁ ଚିହ୍ନଟ କରାଯାଇଛି । ସେମାନଙ୍କୁ ୭୫କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ପ୍ରତି ପରିବାରଙ୍କୁ ୫ଲକ୍ଷ ଟଙ୍କା ହିସାବରେ ଅତିରିକ୍ତ ସହାୟତା ପ୍ରଦାନ କରାଯାଇଛି । ଅଂଚଳର ବିକାଶ ପାଇଁ ବହୁ ପଦକ୍ଷେପ ଗ୍ରହଣ କରାଯାଇଛି । Continue Reading
ଭୁବନେଶ୍ୱର, ୧୫/୮ : ୮୦ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଚା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମହାତ୍ମା ଗାନ୍ଧୀଙ୍କ ସମେତ ଅନ୍ୟ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ତିତିକ୍ଷା ଓ ବଳିଦାନକୁ ସ୍ମରଣ କରିଥିଲେ। ସେମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେହିପରି ଆମ ରାଜ୍ୟର ସ୍ୱାଧୀନତା ବୀର ସୁରେନ୍ଦ୍ର ସାଏ, ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ ବିଦ୍ୟାଧର, ଚକରା ବିଷୋଇ, ଧର୍ମପଦ, ଉତ୍କଳ ଗୌରବ ମଧୁସୂଦନ Continue Reading
ଭୁବନେଶ୍ୱର, ୨୮/୭: ସୋନି ଟିଭିରେ ପ୍ରସାରିତ ହେଉଥିବା ବହୁ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିୟଲଟି ଶୋ ଇଣ୍ଡିଆନ ଆଇଡଲ-୧୬ ଟ୍ରଫି ଜିତି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ। ତାଙ୍କ ପାଖକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୂଅ ଛୁଟିବାରେ ଲାଗିଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥି ସହିତ Continue Reading
ଜଗତସିଂହପୁର /ଏରସମା, ୨୭/୫ : ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ଢିଙ୍କିଆ ଠାରେ ପ୍ରସ୍ତାବିତ ବହୁ ପ୍ରତିକ୍ଷୀତ ଜେଏସଡବ୍ଲ୍ୟୁର ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୂର୍ବ ଭାରତର ବିକାଶର ମଙ୍ଗ ଧରିବ ପାରାଦ୍ୱୀପ । ପାରଦ୍ୱୀପଠାରୁ ଏରସମା ପର୍ୟ୍ୟନ୍ତ ଶିଳ୍ପର ବିକାଶ ହେବ Continue Reading
ନୂଆଦିଲ୍ଲୀ/ଭୁବନେଶ୍ୱର,୫/୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି।ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ମେ ୯ ତାରିଖରେ ରବିନ୍ଦ୍ରନାଥ ଟାଗୋରଙ୍କ ଜନ୍ମବାର୍ଷିକୀରେ ଅନୁଷ୍ଠିତ Continue Reading
ରାୟଗଡ଼ା, ୧/୫ : ଗ୍ରାମାଞ୍ଚଳର ବିକାଶ ବିନା ସମୃଦ୍ଧ ଓଡ଼ିଶାର ପରିକଳ୍ପନା ଅସମ୍ଭବ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିକୁ ସାକାର କରିବା ପାଇଁ ରାଜ୍ୟ ସରକାର ଚଗଏଝଣ-ଓଠ ମାଧ୍ୟମରେ ଅଣ-ସଂଯୋଜିତ ଗ୍ରାମଗୁଡ଼ିକୁ ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଆଜି ରାଜ୍ୟର ଗ୍ରାମାଞ୍ଚଳ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଚତୁର୍ଥ ପର୍ୟ୍ୟାୟର Continue Reading
କେଉଁଝର, ୨୯/୪ : କେଉଁଝର ଜିଲ୍ଲାର ଏକ ସାଧାରଣ ଘଟଣା ଏବେ ଜାତୀୟସ୍ତରରେ ଚର୍ଚ୍ଚାର ବିଷୟ ହୋଇଛି। ପଟଣା ଅଞ୍ଚଳର ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରୁ ତାଙ୍କ ଅଧିକାରର ଟଙ୍କା ଠିକ ସମୟରେ ମିଳିନଥିବା ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି। ଏହି ଘଟଣା ଜଣେ ସାଧାରଣ ଲୋକଙ୍କ ପାଇଁ କେତେ ବଡ଼ ସମସ୍ୟା ସୃଷ୍ଟି କରିପାରେ, ସେଥିର ଜ୍ୱଳନ୍ତ ଉଦାହରଣ।ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଅଧିକାରର ଟଙ୍କା ପାଇବା ପାଇଁ […]Continue Reading
ଭୁବନେଶ୍ୱର, ୯/୪ : ରାଜ୍ୟରେ ବିଦ୍ୟୁତ ଭିତ୍ତିଭୂମି କ୍ଷେତ୍ରରେ ଆଜି ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ନିରବର୍ଚ୍ଛିନ ବିଦ୍ୟୁତ୍ ସରବରାହ ପାଇଁ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାର ଓପିଟିସିଏଲ୍ ଗ୍ରୀଡ଼ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ଟି ଗ୍ରୀଡ୍ ସବଷ୍ଟେସନ୍ ଏବଂ ୮ଟି ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ କରିଛନ୍ତି । ଭୁବନେଶ୍ୱର ବିଦ୍ୟୁତ୍ ଶକ୍ତି Continue Reading
ସାକ୍ଷୀଗୋପାଳ,୧/୪ : ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି।ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସୁଆଣ୍ଡୋ ଗ୍ରାମରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଗୋପବନ୍ଧୁଙ୍କ ଷଠୀଘର ଓ ସଂଗ୍ରହାଳୟ ପରିଦର୍ଶନ ସହିତ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ କୁଳ ଦେବତା ରାଧା Continue Reading




