ଭୁବନେଶ୍ୱର, ୧୫/୩ : ବରିଷ୍ଠ ପୋଲିସ ଅଧିକାରୀ ଓ ସାମ୍ବାଦିକ ମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହୋଲି ପାଳନ କରିଛନ୍ତି । ପୋଲିସ ଡିଜି ୱାଇ ବି ଖୁରାନିଆ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଖୋଳି ଖେଳିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦେହରେ ରଙ୍ଗ ବୋଳିବା ପରେ ପରସ୍ପରକୁ ମିଠା ଖୁଆଇଥିଲେ । ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଭାତୃତ୍ୱ ଓ ସଦଭାବନାର ପର୍ବ […]Continue Reading
ଅଯୋଧ୍ୟା, ୨୪/୨ : ଉତ୍ତର ପ୍ରଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟାରେ ପହଁଚିଛନ୍ତି । ମୁଖ୍ୟମନ୍ତ୍ରୀ ସପରିବାର ମହାପ୍ରଭୁ ରାମ ଲାଲାଙ୍କ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ମଙ୍ଗଳା କାମନା କରିବା ସହିତ କରୁଣା, ନ୍ୟାୟ ଏବଂ ସେବା ପଥରେ ମାର୍ଗଦର୍ଶନ କରିବାକୁ ରାମଲାଲଙ୍କ ନିକଟରେ ଭିକ୍ଷା କରିଛନ୍ତି ।ଏଠାରେ ଉଲ୍ଲେଖ ଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ପତ୍ନୀ ଏବଂ ପୁଅ ସହିତ ମହାକୁମ୍ଭର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି । ଏହା Continue Reading
ଭୁବନେଶ୍ୱର,୨୨/୨ : KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି।ଆଲୋଚନା ବେଳେ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା। ସମ୍ମାନର ସହ ସେମାନେ ପଢ଼ିବେ । ରାଜ୍ୟ ସରକାର Continue Reading

ଭୁବନେଶ୍ୱର, ୧୯/୨: କିଟ୍ ବିଶ୍ୱବିଦ୍ୟାଳୟର ଆତ୍ମହତ୍ୟା କରିଥିବା ନେପାଳୀ ଛାତ୍ରୀଙ୍କୁ ମିଳିବ ନ୍ୟାୟ । କିଟ୍ କଲେଜ ପରିସରରେ ଶାନ୍ତି ଫେରାଇ ଅଣାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନେପାଳ ପରମର୍ଶଦାତା ଅଧିକାରୀ ସଞ୍ଜୀବ ଦାସ ଶର୍ମା ଏବଂ ନବୀନ ରାଜଙ୍କ ସହିତ ଆଲୋଚନା କରିବା ପରେ ଆଶ୍ୱାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ୍ ମିଡ଼ିଆ ଆକାଉଣ୍ଟ ଏକ୍ସରେ ସୂଚନା ଦେଇଛନ୍ତି ।କିଟ୍ Continue Reading

By Dr Gourang Charan Rout Bhubaneswar, Feb. 9: The Odisha government on Saturday approved the Antyodaya Gruha Yojana, a housing scheme aimed at providing pucca houses to eligible households left out of ongoing housing initiatives. The scheme will benefit victims of natural and man-made calamities, families displaced due to development projects, differently-abled Continue Reading

ଓଡ଼ିଶା, ୪/୨ : ଭତ୍ତା ବଢାଇଲେ ଓଡ଼ିଶା ସରକାର। ଏମାନଙ୍କ ପାଇଁ ବଡ଼ ଖୁସି ଖବର। ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସରକାର ଦେଲେ ବଡ଼ ଭେଟି । ବଢିଲା ଭତ୍ତା। ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଏନେଇ ବଡ଼ ଘୋଷଣା କରାଯାଇଛି । କେବଳ ଭତ୍ତା ନୁହେଁ ବରଂ ଘରଭଡା ସହ ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର ।ଓଡ଼ିଶା ସରକାରଙ୍କ ପକ୍ଷରୁ ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଭତ୍ତା ଯୋଗାଇଦିଆଯିବ । ଡାଏଟ ଭତ୍ତା ୯୦୦ ଟଙ୍କାରୁ […]Continue Reading

ଭୁବନେଶ୍ବର, ୨/୨ : ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା Continue Reading

କଟକ,୨୬/୧: ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି।ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ ଜନନାୟକଙ୍କୁ ମନେ ପକାଇବା ପରମ ସୁଯୋଗ ମିଳିଛି। ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ। ଦେଶର ଗଣତନ୍ତ୍ର ବଜାୟ Continue Reading
କେନ୍ଦୁଝର,୧୫/୧ : ନିର୍ବାଚନ ବେଳେ ଯେଉଁ ପ୍ରତିଶ୍ରୁତି ଦିଆଯାଇଥିଲା ଆଜି ତାହା ଲୋକଙ୍କ ସରକାର ପୂରଣ କରିଛନ୍ତି । ଯାହା କଥା ଦିଆଯାଇଥିଲା ତାହାକୁ ତ୍ୱରିତ ପର୍ଯ୍ୟାୟରେ କାର୍ଯ୍ୟକାରୀ କରାଯାଇଛି । କେନ୍ଦୁଝରରେ ଆୟୋଜିତ ସାମାଜିକ ସୁରକ୍ଷା ବର୍ଦ୍ଧିତ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ବୁଧବାର ଜନସେବା ଦିବସ ଅବସରରେ କେନ୍ଦୁଝର ଠାରେ ସାମାଜିକ ସୁରକ୍ଷା ବର୍ଦ୍ଧିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମର Continue Reading

ବରଗଡ଼,୧୨/୧ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିଛନ୍ତି। ଏଥି ସହିତ ସେ ଗତବର୍ଷ ଡିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଧନୁଯାତ୍ରା ପାଇଁ ମଥୁରାନଗରୀ (ବରଗଡ଼)ର ମୁଖ୍ୟ ରାସ୍ତାରେ ହାତୀ ଉପରେ ବସି ମୁଖ୍ୟ ମଞ୍ଚକୁ ଯିବା ସମୟରେ ଜନସାଧାରଣଙ୍କୁ ଅଭିବାଦନ Continue Reading