ଭୁବନେଶ୍ୱର, ୧୪/୫: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ରେ ଅନୁମୋଦନ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ରାଜ୍ୟ କ୍ୟାବିନେଟ୍ରେ ନୂଆ ସଂରକ୍ଷଣ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି ।ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଛି । ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ପିଲାମାନଙ୍କ Continue Reading




