ଓଡ଼ିଶା, ୨୫/୧୦ : ‘ଆମେ ବାତ୍ୟା ‘ଦାନା’ର ସଫଳତାର ସହ ମୁକାବିଲା କରିଛୁ। ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ ଥିଲା, ଆମେ ଏଥିରେ ସଫଳତା ହାସଲ କରିଛୁ। ଦଳଗତ ଭାବେ କାମ କରିବା ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଲା ଓ ଏହାର ସୁଫଳ ରାଜ୍ୟବାସୀ ପାଇଛନ୍ତି ।’ ଆଜି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଆଜି ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ଆମେ ନିରବଚ୍ଛିନ ଭାବେ କାମ […]Continue Reading
ଭୁବନେଶ୍ୱର,୫/୧୦ : ପୂର୍ବ ବିଜେଡ଼ି ସରକାର କିଭଳି ଭାବେ ଗଣମାଧ୍ୟମର କଣ୍ଠରୋଧ କରି ରଖିଥିଲା ତାହାର ଆଜି ଗୁମର ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଯିଏ ନବୀନ ସରକାରର ସ୍ୱର ହେବାକୁ ମନା କଲା ସେହି ଗଣମାଧ୍ୟମକୁ ସମସ୍ତ କାର୍ଯ୍ୟକ୍ରମରେ ଦୂରେଇ ରଖାଗଲା । କିନ୍ତୁ ଆଜିର ଏହି ଲୋକଙ୍କ ସରକାରରେ ଗଣାମାଧ୍ୟମରେ କଣ୍ଠରୋଧ କରାଯିବ ନାହିଁ କିମ୍ବା ଧମକ ଦିଆଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଗଣମାଧ୍ୟମ ‘ନିର୍ଭୟ’ର ୧୦ମ […]Continue Reading
ଭୁବନେଶ୍ୱର/ନୂଆଦିଲ୍ଲୀ,୩/୧୦: ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ।ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଥିଲେ। ତେବେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଆଲୋଚନା ପରେ ବଡ଼ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ Continue Reading
ଭୁବନେଶ୍ୱର,୨୮/୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି।ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା। ୨୦୨୨ ପର୍ୟ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩%। ଯାହା Continue Reading
ଭୁବନେଶ୍ବର,୩୧/୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି।ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। Continue Reading
ଭୁବନେଶ୍ୱର, ୨୯/୮: ଜାତୀୟ କ୍ରୀଡ଼ା ଦିବସ ଅବସରରେ ଆଜି ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୨୩ ଏବଂ ବିଜୁ ପଟ୍ଟନାୟକ ସାହାସିକତା ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି। ରାଜ୍ୟ କନଭେନସନ ହଲରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ।ହକି କ୍ଷେତ୍ରରେ ଉତ୍କର୍ଷ ଅବଦାନ ଓ ଆଜୀବନ ଉପଲବ୍ଧି ପାଇଁ ଲାଜ୍ରୁସ ବାର୍ଲାଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୨୩ରେ Continue Reading
ଭୁବନେଶ୍ୱର,୧୯/୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ।ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହାତରେ ରାଖୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ Continue Reading
ଭୁବନେଶ୍ୱର,୧୫/୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି।ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।ଏ ଅବସରରେ Continue Reading
ଭୁବନେଶ୍ବର, ୨୧/୭: ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ ହେବନି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।ଏହି କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ କରାଯାଇ ରାଜ୍ୟ କ୍ରୀଡ଼ା ପୁରସ୍କାର କରାଯିବ ବୋଲି ଚର୍ଚ୍ଚା ହେଉଥିଲା। ତେବେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏଭଳି ଆଲୋଚନା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏନେଇ ରାଜ୍ୟ ସରକାରଙ୍କ Continue Reading
By Sukant Mohanty Bhubaneswar, July 4: It was a vision to behold. Twenty-two days after taking oath as chief minister (CM) of the state, Odisha’s new CM Mohan Charan Majhi on Thursday entered the state secretariat building (Lok Seva Bhawan) and discharged his responsibilities from his official chamber. What was quite striking is that Majhi […]Continue Reading




