ମଥୁରାନଗରୀ,୩୦/୧୨: ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଧନୁଯାତ୍ରା ପଡ଼ିଆକୁ ଯାଇଥିଲେ।ମୁଖ୍ୟମନ୍ତ୍ରୀ ଏକ ସୁସଜ୍ଜିତ ହାତୀ ପିଠିରେ ବସି ମଥୁରା ନଗରୀ ପରିକ୍ରମା କରିଥିଲେ। ହାତୀ ଉପରେ ବସି ମୁଖ୍ୟମନ୍ତ୍ରୀ ମହାରାଜା କଂସଙ୍କ ଦରବାରକୁ ଯାଇଥିଲେ, ଯାହା ସେଠାରେ ଉପସ୍ଥିତ ଦର୍ଶକଙ୍କ ପାଇଁ Continue Reading




