
ଭୁବନେଶ୍ୱର, ୭/୯: ଶନିବାରଠାରୁ ରାଜ୍ୟର ଗଡ଼ିଛି ସୁଭଦ୍ରା ରଥ । ସୁଭଦ୍ରା ଯୋଜନାରେ ନେଇ ଲୋକଙ୍କୁ ସଚେତନ କରିବାକୁ ଗାଁ ଗାଁରେ ବୁଲୁଛି ରଥ । ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତିରେ ଏହାର ଶୁଭାରମ୍ଭ ହୋଇଛି । […]Continue Reading