ଭୁବନେଶ୍ୱର, ୨୪ /୯ : ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଖୁସି କରିଛନ୍ତି ମୋହନ ସରକାର । ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ଦରମା ମିଳିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି, ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା Continue Reading
ଭୁବନେଶ୍ୱର, ୧୭/୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରାଯାଉଛି । ରାଜ୍ୟ ସ୍ତରୀୟ \’ଏକ୍ ପେଡ୍ ମାକେ ନାମ୍ ୨.୦\’ର ଶୁଭାରମ୍ଭ ହୋଇଛି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକାମ୍ର କଲେଜ ପରିସରରେ ବୃକ୍ଷ ରୋପଣ କରି ଲଗାଇଛି । ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨ ଲକ୍ଷ ୯୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବା […]Continue Reading
ଭୁବନେଶ୍ୱର, ୩/୮ : ଆଇଇଡି ବିସ୍ଫୋରଣରେ ରେଲୱେ କର୍ମଚାରୀ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା। ସିଏମଆରଏଫରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାର ପାଇଁ ସହାୟତା ଘୋଷଣା। ଦୁଃଖ ପ୍ରକାଶ ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ।ସୂଚନାଯୋଗ୍ୟ ସହିଦ ସପ୍ତାହ ଚାଲିଥିବା ବେଳେ ଆଜି ରେଳଧାରଣାକୁ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡ଼ାଇଥିଲେ ମାଓବାଦୀ। ବିମଳାଗଡ଼ ସେକ୍ସନ Continue Reading
ବାଲେଶ୍ଵର, ୧୫/୭ : ଦୀର୍ଘ ୩ ଦିନ ଧରି ଲଢେଇ କରି ଶେଷରେ ଜୀବନ ହାରିଛନ୍ତି ଫକୀର ମୋହନ କଲେଜ୍ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ସେ ଆଖି ବୁଜିଥିବା ବେଳେ ଆଜି ତାଙ୍କ ପୈତୃକ ଗାଁ ଭୋଗରାଇ ପଳାଶିଆ ଗାଁରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।ତେବେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାକୁ ସମବେଦନା ଜଣାଇବା ସହ […]Continue Reading
By Sukant Mohanty Bhubaneswar, June 20 : In a high-stakes political event that underscores the Bharatiya Janata Party’s growing influence in Odisha, Prime Minister Narendra Modi is set to arrive in the state capital, Bhubaneswar, on Friday, June 20, to participate in the first anniversary celebrations of the BJP-led government in the state. The visit, […]Continue Reading
ବଲାଙ୍ଗୀର, ୧୭/୬ : ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ । ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହୋଇାଯାଇଛି । […]Continue Reading
ଭୁବନେଶ୍ୱର, ୯/୬: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ତେଣୁ ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି Continue Reading
ଭୁବନେଶ୍ୱର,୨୨/୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।ପ୍ରକାଶ ଥାଉ କି, ମଙ୍ଗଳବାର ଭୋର୍ ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ହାଇଓ୍ବା ଓଲଟି Continue Reading
ପୁରୀ, ୧୩/୪: ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ରବିବାର ସକାଳୁ ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏହି ସମୟରେ ପୁରୀ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ମୁଖ୍ୟ ମନ୍ତ୍ରୀ ଶ୍ରୀମନ୍ଦିର ପରିସରରେ ଚତୁର୍ଦ୍ଧା ବିଗ୍ରହ ଙ୍କୁ ଦର୍ଶନ କରିବା ପରେ ପାର୍ଶ ଦେବାଦେବୀ ଙ୍କୁ ଦର୍ଶନ କରି ମା ବିମଳାଙ୍କ ନିକଟରେ କିଛି ସମୟ ଅତିବାହିତ କରିଥିଲେ Continue Reading
ଭୁବନେଶ୍ୱର,୨/୪: ଭୁବନେଶ୍ବରରେ ବୁଧବାର ଶିଶୁ ବାଟିକାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ଶିଶୁ ବାଟିକାର ଶୁଭାରମ୍ଭ ହୋଇଛି।ଭୁବନେଶ୍ୱରସ୍ଥିତ ବଡ଼ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ବାଟିକାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଛନ୍ତି।ନୂଆ ଶିକ୍ଷାବର୍ଷରେ ଜାତୀୟ ଶିକ୍ଷା ନୀତିକୁ ସରକାରୀ ବିଦ୍ୟାଳୟଗୁଡିକରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି Continue Reading




