
ଭୁବନେଶ୍ବର,୭/୫: ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ‘ଓଡ଼ିଶା ମୋ ପରିବାର’ ପକ୍ଷରୁ ଜାତିଗତ ହିଂସାରେ ଆକ୍ରାନ୍ତ ମଣିପୁରରେ ପାଠ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶା ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଥିଲା। ଗତକାଲି ରାତିରେ ସେମାନଂକୁ କୋଲକାତା ଅଣାଯାଇଥିଲା। ଆଜି ପୂର୍ବାହ୍ନରେ ସେମାନେ Continue Reading