
ଭୁବନେଶ୍ୱର,୧/୩: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ୟ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲ’ ଅଫିସରଙ୍କ ଦରମା ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ପବ୍ଲିକ୍ ପ୍ରସିକ୍ୟୁଟରମାନେ ଦୈନିକ ଫି’ ବାବଦରେ Continue Reading