
ଭୁବନେଶ୍ୱର,୨୮/୮: ଜାଗା ମିଶନ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି। ରାଜ୍ୟର ୫ଟି ମହାନଗର ନିଗମର ୬୫ ହଜାର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ମିଳିବ।ଭୁବନେଶ୍ୱର, ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲା ଆଦି ୫ ମହାନଗର ନିଗମର ୮୭୫ ବସ୍ତିର ଲୋକଙ୍କୁ ଲ୍ୟାଣ୍ଡ ରାଇଟ୍ ସାର୍ଟିଫିକେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭୂମିହୀନଙ୍କୁ Continue Reading