Home Posts tagged CM NAVEEN PATNAIK (Page 6)
Odisha News
ଭୁବନେଶ୍ବର,୧୨/୪: ଦେଶର କେଉଁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଛି କେତେ ସଂପତ୍ତି? ଆପଣ ଜାଣନ୍ତି କି ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ କିଏ? ଏନେଇ ଏଡିଆର୍ ରିପୋର୍ଟରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସଂପତ୍ତି ତାଲିକା ପ୍ରକାଶ ପାଇଛି। ଏହି ରିପୋର୍ଟ ଆଧାରରେ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାର ତୃତୀୟ ସ୍ଥାନରେ ରହିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏହି ତାଲିକାର ଶୀର୍ଷରେ ଅଛନ୍ତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି। Continue Reading
Top Stories
Plant was established on land reclaimed from sea and used environmentally sustainable green technologies The Plant produces diversified specialised steel products used for various downstream industries like the automobiles By Sukanta Mohanty BHUBANESWAR, APRIL 6: Odisha Chief Minister Naveen Patnaik along with a delegation of senior officers of the state government, on Continue Reading
Odisha News
ଭୁବନେଶ୍ୱର,୧/୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି। ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି।୪୩ ଲକ୍ଷରୁ ଅଧିକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମୋଟ ୮୭୭ କୋଟି ଟଙ୍କା ସହାୟତା ପଠାଯାଇଛି। ଏହି ଅବସରରେ ଚାଷୀ ଭାଇମାନଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ Continue Reading
Odisha News
କବିସୂର୍ଯ୍ୟନଗର,୨୬/୩:ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି।ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ। ବଡ଼ ଆଗୁଳ ପଡ଼ିଆରେ ବିଶାଳ ଜନ ସମାବେଶକୁ ଉଦ୍ବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଜୟ ମା’ ତାରାତାରିଣୀ କହି ମୁଖ୍ୟମନ୍ତ୍ରୀ ଭାଷଣ ଆରମ୍ଭ କରିଥିଲେ। ଗଞ୍ଜାମ ଜିଲାକୁ Continue Reading
Odisha News
ଭୁବନେଶ୍ବର,୨୫/୩: କଟକ-ଅନୁଗୁଳ-ସମ୍ବଲପୁର ଜାତୀୟ ରାଜପଥ ୫୫ କାମ ତୁରନ୍ତ ସାରିବା ପାଇଁ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏହି ଚିଠିରେ ଉଦବେଗ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ୨୦୧୭ରୁ ଜାତୀୟ ରାଜପଥ ୫୫ର କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି। ଇତିମଧ୍ୟରେ ୫ ବର୍ଷ ବିତି ଯାଇଥିଲେ ମଧ୍ୟ ଏ କାର୍ଯ୍ୟ ସରୁନି। ଜାତୀୟ ରାଜପଥ ୫୫ ପଶ୍ଚିମ ଓଡ଼ିଶାର ଜୀବନରେଖା।ଲକ୍ଷ ଲକ୍ଷ ଲୋକ Continue Reading
Odisha News
ଭୁବନେଶ୍ୱର,୨୩/୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି ।ଆଜି ଦୁଇଦିନିଆ ପୁରୀ ଗସ୍ତ ସମାପନ କରି ସେ ସଡକପଥରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।ନବୀନ-ମମତା ସାକ୍ଷାତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।Continue Reading
Odisha News
ଭୁବନେଶ୍ବର,୭/୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା ଓ ଆସନ୍ତାକାଲି ହୋଲି। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।ଏଥିଲାଗି ମୁଖ୍ୟମନ୍ତ୍ରୀ ନିଜ ଟୁଇଟରରେ ଲେକଇଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।ଉଲ୍ଲେଖଯୋଗ୍ୟ, ଫାଲ୍ଗୁନ ମାସ ଶୁକ୍ଳ ପକ୍ଷ ଫଗୁ Continue Reading
Odisha News
ଭୁବନେଶ୍ବର,୨୪/୨ : ଶୁକ୍ରବାରଦିନ ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟକୁ ଲୋକଙ୍କ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବଜେଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ ଏହି ବଜେଟ ଲୋକଙ୍କ ଦ୍ବାରା, ଲୋକଙ୍କ ପାଇଁ ଓ ଲୋକଙ୍କ ବଜେଟ । ଏହା ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଯିବ ବୋଲି ସେ କହିଛନ୍ତି ।ଅନ୍ୟପକ୍ଷରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଏହାକୁ ଏକ ଚିରାଚରିତ ବଜେଟ୍ ବୋଲି କହିଛନ୍ତି […]Continue Reading
Top Stories
ପଦ୍ମପୁର,୧୯/୨: ପୁଣି ଲୋକଙ୍କୁ ଦେଖାଇଲେ ସ୍ୱପ୍ନ। କେନ୍ଦ୍ରମନ୍ତ୍ରୀଙ୍କୁ କଟାକ୍ଷ କରି ପ୍ରତିକ୍ରିୟା ବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ବର୍ଷକ ମଧ୍ୟରେ ପଦ୍ମପୁର ଜିଲ୍ଲା ହେବ। ଆଜି ପଦ୍ମପୁର ଗସ୍ତ ବେଳେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘ ଦିନ ଧରି ପଦ୍ମପୁର ଜିଲ୍ଲା ମାନ୍ୟତା ନେଇ ଦାବି ରହିଛିା ଏନେଇ ସରକାର କାର‌୍ୟ୍ୟ କରୁଛନ୍ତି, ଆଗାମୀ ବର୍ଷେ ମଧ୍ୟରେ ପଦ୍ମପୁରକୁ ଜିଲ୍ଲା ଭାବେ ଘୋଷଣା କରାଯିବ ବୋଲି Continue Reading
Top Stories
Investment of Rs 1650 Crore, Jobs for 4500; ground-breaking of 17 projects, 2 projects inaugurated Odisha fast emerging a major manufacturing hub in country By A Iswar Rao Bhubaneswar, Feb. 18:  Odisha Chief Minister Naveen Patnaik on Friday initiated the 16th phase of inauguration and ground-breaking for 19 projects in the state. While two projects […]Continue Reading