Home Posts tagged cm naveen pattnayak extended free ration next 5 years
Odisha News
ଭୁବନେଶ୍ୱର,୧୫/୧୨: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି।ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି Continue Reading
Seo wordpress plugin by www.seowizard.org.