Home Posts tagged cold in Odisha
Odisha News
ଭୁବନେଶ୍ୱର,୬/୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା ଲକ୍ଷ୍ୟ କରାଯାଇଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଆହୁରି ୨ ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି।ଘୁ. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଏଠାରେ ପାରଦ ୭.୮ ଡିଗ୍ରିକୁ […]Continue Reading
Odisha News
ଓଡ଼ିଶା, ୧୬/୧୨ : ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତ। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଛି। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଛି ଜାଡ଼। ଦେହ ଥରାଇ ଦେଉଛି କୋହଲା ପବନ।ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ଶୀତର ପ୍ରକୋପ ଯୋଗୁ ଶିମିଳିପାଳ ଅଭୟାରଣ୍ୟରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ ରହିଛି। ଅଭୟାରଣ୍ୟର କୋର ଇଲାକାର […]Continue Reading