
କୋରାପୁଟ, ୨୩/୧୨ : ଆସନ୍ତା ୨୫ ତାରିଖ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଯଦି ଧାନ ନ ଉଠେ ୨୬ରୁ ଅନିର୍ଦ୍ଧିଷ୍ଟକାଳ ପାଇଁ ରାସ୍ତାରୋକ କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ତାରା ।ତାରା ପ୍ରସାଦ ବାହିନୀପତି କହିଛନ୍ତି, କୋରାପୁଟ ଜିଲ୍ଲାରେ ୧୧ ତାରିଖରୁ ଖରିଫ ମଣ୍ଡି ଆରମ୍ଭ ହୋଇଛି । କିନ୍ତୁ ଆଜି ସୁଦ୍ଧା ଧାନ […]Continue Reading