Home Posts tagged Congress Party
Odisha News
ଭୁବନେଶ୍ୱର,୨୨/୨ : ପିସିସି ସଭାପତି ନିୁଯୁକ୍ତ ପରେ ରାଜ୍ୟରେ କଂଗ୍ରେସ ଆକ୍ସନ ମୋଡକୁ ଆସିଛି। କଂଗ୍ରେସ କ୍ୟାମ୍ପରେ ହଲଚଲ୍ ମିଶନ ଘର ସଜଡା।ପ୍ରଥମେ ଦଳରୁ ବହିଷ୍କୃତ ଏବଂ ଦଳ ଛାଡିଥିବା ନେତାଙ୍କୁ ଘରବାହୁଡ଼ା ପାଇଁ ଅନୁରୋଧ କରାଗଲା । ପରେ ଭୁବନେଶ୍ୱରୁ ପୁରୀ ଯାଏ ଆା ସଂକଳ୍ପ ପଦଯାତ୍ରା ବି ହେଲା ।ଆଉ ଏବେ ଦଳ ଏବଂ ବିଧାୟକଙ୍କ ମଧ୍ୟରେ ସମନ୍ବୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି ।ଶନିବାର ରାଜ୍ୟ କଂଗ୍ରେସ ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ […]Continue Reading
Odisha News
ଭୁୁବନେଶ୍ୱର, ୨୩/୬: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ ୫ ଜଣ କାର୍ଯ୍ୟକର୍ତ୍ତା ତଥା ପଦାଧିକାରୀଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବା ଯୋଗୁ ସେମାନଙ୍କୁ ବହିଷ୍କାର କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂହ ସାଲୁଜା ଏହି କାର୍ଯ୍ୟାନୁଷ୍ଠାନ ସଂପର୍କରେ ଜଣାଇଛନ୍ତି। ଏ ସଂପର୍କରେ କଂଗ୍ରେସ Continue Reading