Home Posts tagged congress released the campaign committee
Odisha News
ଭୁବନେଶ୍ୱର,୧୦/୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର କସରତ ଆରମ୍ଭ କରିଦେଇଛନ୍ତି।ଏହି ପରିପ୍ରେକ୍ଷୀରେ ବୁଧବାର କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି।ଉକ୍ତ କମିଟିରେ ଭକ୍ତ ଚରଣ ଦାସ ଅଧ୍ୟକ୍ଷ ଥିବା ବେଳେ ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ ଅଛନ୍ତି।ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଆଜି ପ୍ରକାଶିତ ପ୍ରେସ୍ ରିଲିଜ୍ ଅନୁସାରେ ଜାଣନ୍ତୁ ଏହି କମିଟିରେ Continue Reading
Seo wordpress plugin by www.seowizard.org.