Home Posts tagged coronavirus cases
Odisha News
ନୂଆଦିଲ୍ଲୀ,୧୧/୬: କ୍ରମାଗତ ଦୁଇ ଦିନ ଧରି ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହା ୮ ହଜାର ପାର କରିଛି।ଗୋଟିଏ ଦିନରେ ୮,୩୨୯ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। କ୍ରମାଗତ ଭାବେ ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସମସ୍ତ ମନରେ ଛନକା ପଶିଛି। ଦୀର୍ଘ ୩ ମାସ ପରେ ଦେଶରେ ୮ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବୁଲେଟିନ ଅନୁଯାୟୀ, ୨୪ ଘଣ୍ଟାରେ କରୋନା ଆଉ ୧୦ […]Continue Reading
Odisha News
ଭୁବନେଶ୍ୱର ୨୩/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୮୫ ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି […]Continue Reading
Seo wordpress plugin by www.seowizard.org.