Home Posts tagged coronavirus cases in india
Odisha News
ଭୁବନେଶ୍ୱର,୨୦/୫: ଭାରତକୁ ପୁଣି ଫେରିଛି କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଚିନ୍ତା ବଢ଼ିଛି। ଏହିସବୁ ଭିତରେ ରାଜ୍ୟବାସୀ କିପରି ସର୍ତକତା ଅବଲମ୍ବନ କରିବେ, ସେନେଇ ପରାମର୍ଶ ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।ସେ କହିଛନ୍ତି, ବହୁବିଧ ରୋଗରେ ଆକ୍ରାନ୍ତ ଥିବା ଲୋକେ ସାବଧାନ ରୁହନ୍ତୁ। କିଡ୍‌ନୀ ଭଳି ଗୁରୁତର ରୋଗୀ ହୋଇଥିଲେ ମାକ୍ସ ପିନ୍ଧନ୍ତୁ । ଏବେ ବ୍ୟାପିଥିବା କୋଭିଡ୍ ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ଓଡ଼ିଶାରୁ ଚିହ୍ନଟ ହେଲେ Continue Reading
Odisha News
ନୂଆଦିଲ୍ଲୀ, ୨୦/୫: ପୁଣି ଥରେ କରୋନା ଭୟ ଘାରିଛି । ଧିରେ ଧିରେ କାୟା ବିସ୍ତାର କରୁଛି କରୋନା ମହାମାରୀ । ସିଙ୍ଗାପୁର, ହଂକଂ । ପରେ ଏବେ ଭାରତରେ ମଧ୍ୟ କୋଭିଡ୍ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାର ପରିଲକ୍ଷିତ ହେଉଛି । ଦେଶରେ ଗତକାଲି ରିପୋର୍ଟ ସୁଦ୍ଧା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭ରେ ପହଁଚିଛି । କେନ୍ଦ୍ର ସରକାର ଏହା ଉପରେ ତୀକ୍ଷଣ ନଜର ରଖିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଚ୍ଚ […]Continue Reading
Odisha News
ନୂଆଦିଲ୍ଲୀ,୧୧/୬: କ୍ରମାଗତ ଦୁଇ ଦିନ ଧରି ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହା ୮ ହଜାର ପାର କରିଛି।ଗୋଟିଏ ଦିନରେ ୮,୩୨୯ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। କ୍ରମାଗତ ଭାବେ ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସମସ୍ତ ମନରେ ଛନକା ପଶିଛି। ଦୀର୍ଘ ୩ ମାସ ପରେ ଦେଶରେ ୮ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବୁଲେଟିନ ଅନୁଯାୟୀ, ୨୪ ଘଣ୍ଟାରେ କରୋନା ଆଉ ୧୦ […]Continue Reading