ଭୁବନେଶ୍ୱର, ୨୮/୧୨ : ପୁଣିଥରେ ରାଜ୍ୟରେ କଡ଼ ଲେଉଟାଇଲାଣି କରୋନା ମହାମାରୀ। ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ଟିଭଙ୍କ ସଂଖ୍ୟା ୮ରେ ପହଞ୍ଚିଛି।ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୦ ଜଣଙ୍କର କୋଭିଡ ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରୁ ୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ସମସ୍ତ ଆକ୍ଟିଭ ରୋଗୀ ହୋମ ଆଇସୋଲେସନରେ ଅଛନ୍ତି। ରୋଗୀ ଗୁରୁତର ହେଉନାହାନ୍ତି, ତେଣୁ ଆତଙ୍କିତ […]Continue Reading
ଭୁବନେଶ୍ବର,୨୭/୧୨: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି।ତେଣେ ଗଞ୍ଜାମ ଜିଲ୍ଲାକୁ ଫେରିଛି କୋଭିଡ କଟକଣା। କୋଭିଡ ନିୟମାବଳୀ ମାନିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ବାହାର ରାଜ୍ୟର ପର୍ୟ୍ୟଟକଙ୍କ ଉପରେ ପ୍ରଶାସନ ପକ୍ଷରୁ ତୀକ୍ଷଣ ନଜର ରଖାଯାଇଥିବା ସେ କହିଛନ୍ତି।ଏନେଇ ସ୍ୱାସ୍ଥ୍ୟ ନିର୍ଦେଶକ Continue Reading
ଭୁବନେଶ୍ବର, ୧୨/୧୦: ବୁଧବାର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ଉପରେ ରହିଛି। ଗତକାଲି ୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। […]Continue Reading
ଭୁବନେଶ୍ବର, ୨୬/୮: ଶୁକ୍ରବାର ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୪୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା […]Continue Reading
ଭୁବନେଶ୍ବର, ୨୨/୭: ଗତକାଲି ୧୧୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୧୪୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୧୭୮ ଜଣ କରୋନା ପଜିଟିଭ […]Continue Reading
ଭୁବନେଶ୍ବର, ୧୦/୭: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ପୁଣି ୫୦୦ ଉପରେ ରହିଛି। ଆଜି ରାଜଧାନୀରେ କରୋନା ସଂକ୍ରମଣ କମିଥିବା ବେଳେ, କଟକ ଓ ପୁରୀରେ ବଢ଼ିଥିବା ଜଣାଯାଇଛି। ଗତ ୧୨ଦିନ ହେଲାଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ରବିବାର ଦିନ ୫୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭୬ ଜଣ କରୋନା […]Continue Reading
ଭୁବନେଶ୍ବର, ୮/୭: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯୪ […]Continue Reading
ଭୁବନେଶ୍ୱର ,୫/୭ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୧୧୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading
ଭୁବନେଶ୍ବର, ୪/୭: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର କମିଛି। ଗତ ୭ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୨୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଗତକାଲି ୩୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ପଜିଟିଭ […]Continue Reading
ଭୁବନେଶ୍ବର, ୩/୭: ରବିବାର କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ଗତକାଲି ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୮ଟି […]Continue Reading