ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ୧୬ରୁ ଦେଶରେ ୧୨ରୁ ୧୪ ବର୍ଷର ପିଲାମାନଙ୍କର ଟିକାକରଣ ଆରମ୍ଭ ହେବାକୁ ଯାଉଛି | ଆଉ ଏହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି | ଏହି ଚିଠିରେ କୁହାଯାଇଛି ଯେ ଏ ପର୍ଯ୍ୟନ୍ତ ଦେଶରେ ୯୫.୫ ପ୍ରତିଶତରୁ ଅଧିକ ନାଗରିକଙ୍କୁ(୧୫ ବର୍ଷରୁ ଉର୍ଦ୍ଧ୍ବ) ପ୍ରଥମ ଡୋଜ ଟିକା ଦିଆଯାଇଥିବାବେଳେ ୮୦ ପ୍ରତିଶତରୁ ଅଧିକ ଲୋକଙ୍କୁ ଟିକାର ଦୁଇଟି ଡୋଜ ଦିଆଯାଇଛି […]Continue Reading
New Delhi,March 13: India logged 3,116 new coronavirus infections, the lowest in 676 days, taking the total tally of COVID-19 cases to 4,29,90,991, while the active cases dipped to 38,069, according to the Union Health Ministry data updated on Sunday. The death toll climbed to 5,15,850 with 47 fresh fatalities, the data updated at 8 […]Continue Reading
ଭୁବନେଶ୍ୱର ୧୩/୩ : ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୨୬ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ […]Continue Reading
ଭୁବନେଶ୍ୱର, ୯/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୨୪୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ […]Continue Reading
ଭୁବନେଶ୍ବର, ୬/୩: ରବିବାରରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୩୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ରବିବାର ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ […]Continue Reading
ଭୁବନେଶ୍ବର, ୫/୩ : ଶନିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ଶନିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ […]Continue Reading
ଭୁବନେଶ୍ୱର ,୨/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୩୪୯ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ […]Continue Reading
ଭୁବନେଶ୍ୱର, ୧/୩ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୨୦୬ ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି […]Continue Reading
ଭୁବନେଶ୍ୱର ୨୮। ୭ : ଭୁବନେଶ୍ୱରରୁ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୫ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ଟି କେସ୍ ରହିଛି ।ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩୬୫ରେ ପହଁଚିଛି । ଏହାମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୦୯ଟି ସକ୍ରିୟ କେସ୍ ରହିଛି । ଆଜି ୟୁନିଟ-୯ ବସ୍ତିର ବାୟାବାବା ମଠ ନିକଟ ବସ୍ତିରୁ […]Continue Reading
ଭୁବନେଶ୍ବର,୨୮/୭: ଭୁବନେଶ୍ବର: ଆଜି ରାଜ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୭ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଏବଂ ରାୟଗଡ଼ାରୁ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। […]Continue Reading