Home Posts tagged coronavirus pandemic (Page 16)
Odisha News
ଭୁବନେଶ୍ବର,୨୫/୬: ଶନିବାର ଦିନ ରାଜ୍ୟରେ ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୧୩କୁ ବୃଦ୍ଧି ପାଇଛି।ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୩୩ ଚିହ୍ନଟ ହୋଇଛନ୍ତି ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗଞ୍ଜାମରୁ ସର୍ବାଧିକ ୫୬୦ ଓ ଖୋର୍ଦ୍ଧାରୁ ୧୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଓ ଗଜପତି ଜିଲ୍ଲାରୁ ୯୦ ଜଣ ଲେଖାଏଁ କରୋନା […]Continue Reading
Odisha News
କମ୍ଭୁ ଧର ଖେତୀ ଙ୍କ ରିପୋର୍ଟବୌଦ୍ଧ, ୨୪/୭ : ଶୁକ୍ରବାର ଦିନ ବୌଦ୍ଧ ଜିଲ୍ଲାରେ ଆଉ ୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଶୁକବାର ଦିନ ଚିହ୍ନଟ ହୋଇଥିବା ଆକାନ୍ତଙ୍କ ମଧ୍ୟରେ ବହୁ ସଂଖ୍ୟାରେ ସରକାରୀ କର୍ମଚାରୀ ଥିବାରୁ ସେମାନେ ଅନେକ ଲୋକଙ୍କ ସଂସ୍ପର୍ଶରେ ଆସିଥିବା […]Continue Reading
Odisha News
ଭୁବନେଶ୍ୱର ୨୪।୭: ରାଜ୍ୟରେ ଦ୍ରୁତ ଗତିରେ ବଢୁଛି କରୋନା ପଜିଟିଭ ସଂଖ୍ୟା । ଶୁକ୍ରବାର ଦିନ ଓଡ଼ିଶାରେ ୧୫୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୭ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା […]Continue Reading
Odisha News
Kambhudhar Kheti ବୌଦ୍ଧ,୨୩ / ୭: ବୈାଦ୍ଧ ଜିଲ୍ଲାରେ ଗୁରୁବାର ଦିନ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨ ଜଣ ଆକ୍ରାନ୍ତଙ୍କୁ  ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨ ରେ ପହଞ୍ଚିଲା । ଆଜି ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ  ବୌଦ୍ଧବ୍ଲକ୍ ବାଉଁଶୁଣି ଥାନା ଗୁନ୍ଦୁଳିିଆ ଗ୍ରାମର ଓ ଅନ୍ୟ ଆକ୍ରାନ୍ତ ଜଣକ ବୌଦ୍ଧ ଜିଲ୍ଲାର ଅଧିବାସୀ ।ଗୁନ୍ଦୁଳିିଆ ଗ୍ରାମର ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ  ଗୁନ୍ଦଳିିଆ କ୍ୱାରେ […]Continue Reading
Odisha News
ଭୁବନେଶ୍ୱର,୨୩/୭: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ସଂଙ୍ଗିନ ହେଉଛି । ଆଜି ପୁଣି କରୋନାରେ ୬ଜଣଙ୍କ ଜୀବନ ଜାଇଛି ।ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମୋଟ ୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି । ଗଞ୍ଜାମ […]Continue Reading
Odisha News
ଭୁବନେଶ୍ୱର,୨୩/୭: ଓଡ଼ିଶାରେ ଆଜି ପୁଣି ୧୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୧୭ଜଣ ସ୍ଥାନୀୟ Continue Reading
Odisha News
କଟକ,୨୭/୭: କଟକ ସହରରେ ବୁଧବାର ଦିିନ ୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ ହୋମ୍ କ୍ବାରେଣ୍ଟାଇନରୁ, ୧୧ ଜଣ ସରକାରୀ କ୍ବାରେଣ୍ଟାଇନରୁ ଏବଂ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଦୁଇ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ ଥୋରିଆ ସାହିର ଜଣେ କୋଭିଡ୍ ଯୋଦ୍ଧା ଓ ସୁତାହାଟର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଅଛନ୍ତି । ଏହା ସହିତ ସିଏମସି ଅଞ୍ଚଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଛି […]Continue Reading
Odisha News
ଭୁବନେଶ୍ବର,୨୨/୭: ରାଜ୍ୟରେ ପୁଣି ୧୦୭୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଏହା ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮ରେ ପହଞ୍ଚିଛି। ୫ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ କରୋନା ଆକ୍ରାନ୍ତଙ୍କର ଭିନ୍ନ କାରଣରୁ ମୃତ୍ୟୁ ଘଟିଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ […]Continue Reading
Odisha News
ଭୁବନେଶ୍ବର,୨୨/୭: ଗୋଟିଏ ଦିନରେ ୧୦୦୦ରୁ ଊର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଏତେ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେବା ସରକାର ଓ ରାଜ୍ୟବାସୀଙ୍କ ଚିନ୍ତା ବଢ଼ାଇଦେଇଛି।ଆଜି ରାଜ୍ୟରେ ସର୍ବାଧିକ ୧୦୭୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କର ପୁରୁଣା ରେକର୍ଡ ଆଜି ଭଙ୍ଗ ହୋଇଛି। ଚିହ୍ନଟ ହୋଇଥିବା ୧୦୭୮ ଜଣଙ୍କ ମଧ୍ୟରୁ ୭୨୧ Continue Reading
Odisha News
ଭୁବନେଶ୍ବର,୨୧/୭: ମଙ୍ଗଳବାର ଦିନ ଓଡ଼ିଶାରେ ଆଉ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନା ଅନୁଯାୟୀ, ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ Continue Reading