ଭୁବନେଶ୍ୱର,୨୧/୭: ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୩ରେ ପହଞ୍ଚିଛି। ଉପରୋକ୍ତ ୬ମୃତକଙ୍କ ମଧ୍ୟରୁ ୫ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ରାୟଗଡ଼ା, ଗଜପତି ଓ ଜଗତସିଂହପୁରରୁ ଜଣେ ଲେଖାଏଁ ମୃତ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରେ କଟକର ଜଣେ ୨୬ ବର୍ଷୀୟା ମହିଳା ଅଛନ୍ତି, ଯିଏକି Continue Reading
ଭୁବନେଶ୍ୱର, ୨୦ । ୭: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଥିଲା ବେଳେ ତା’ସାଙ୍ଗେରେ ତାଳ ଦେଇ ବଢୁଛି ସୁସ୍ଥଙ୍କ ସଂଖ୍ୟା ।ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୨,୯୦୯ରେ ପହଁଚିଛି ।ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମରୁ ୧୧୮, ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮, ଖୋର୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ […]Continue Reading
ଭୁବନେଶ୍ବର,୨୦/୭: ରାଜ୍ୟରେ ଆଉ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୪୪୭ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୨୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ Continue Reading
ଭୁବନେଶ୍ୱର, ୧୯।୭: ରାଜ୍ୟରେ ଆଜି ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୧ କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।୫ଜଣ ମୃତକ ମଧ୍ୟରୁ ଗଞ୍ଜାମରୁ ୩ ଜଣ ହୋଇଥିବା ବେଳେ ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଗଞ୍ଜାମ ଜିଲ୍ଲାର ମୃତକଙ୍କ ମଧ୍ୟରେ ଜଣେ ୭୦ ବର୍ଷୀୟ ମହିଳା ରହିଛନ୍ତି । ଏହାସହ […]Continue Reading
ଭୁବନେଶ୍ବର,୧୯/୭: ରାଜ୍ୟରେ ପୁଣି ୭୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରବିବାର ଦିନ ୨୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭କୁ ବୃଦ୍ଧି ପାଇଛି।ଏମାନଙ୍କ ଭିତରୁ ୪୮୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୫୫ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା Continue Reading
ଭୁବନେଶ୍ଵର ୧୮।୭: ରାଜ୍ୟରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଯଥା ସମ୍ଭବ ପ୍ରୟାସ ପରେ ବି କରୋନା ସଂକ୍ରମଣ ଥମିବାର ନାଁ ଧରୁନାହିଁ। ବିଶେଷ କରି ରାଜ୍ୟର ୪ ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରରୁ ଦୈନିକ ହୁ ହୁ ହୋଇ କରୋନା ସଂକ୍ରମଣ ବଢି ଚାଲିଛି। ଖୋର୍ଦ୍ଧାର ତଥା ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ପ୍ରତି ଦିନ ୫୦ରୁ ଉର୍ଦ୍ଧ୍ଵ ନୂତନ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି କ୍ରମରେ ଭୁବନେଶ୍ଵରରୁ […]Continue Reading
ଭୁବନେଶ୍ୱର,୧୮/୭: ଓଡ଼ିଶାରେ ଶନିବାର ଦିନ ଆଉ ୬୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୧ ହଜାର ୯୩୮ରେ ପହଞ୍ଚିଛି ।ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଶନିବାର ଦିନ ଗଂଜାମ ଜିଲ୍ଲାରୁ ସର୍ବାଧିକ ୨୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ […]Continue Reading
ଭୁବନେଶ୍ବର,୧୮/୭: ଶନିବାର ଦିନ ରାଜ୍ୟରେ ୫୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୯୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୯୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୨, Continue Reading
ଭୁବନେଶ୍ବର,୧୮/୭: ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ। ଏହି ୩ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏହା ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬ରେ ପହଞ୍ଚିଛି।୩ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୨ ଜଣ ରହିଛନ୍ତି ।ଉଭୟଙ୍କ ବୟସ ଯଥାକ୍ରମେ ୬୩ ଓ ୬୦ ବର୍ଷ। ଅନ୍ୟ ମୃତକଜଣକ ଗଜପତି ଜିଲ୍ଲାର ଜଣେ […]Continue Reading
ଭୁବନେଶ୍ୱର, ୧୭/୭: ଭୁବନେଶ୍ୱରରେ ଦିନକୁ ଦିନ କରୋନା ସଂକ୍ରମଣ ବ୍ୟାପିବାରେ ଲାଗି । ଭୁବନେଶ୍ୱରରେ ସ୍ଥିତି ସ୍ୱାଭାବିକ ହୋଇନାହିଁ । ଏହାକୁ ଦୃଷ୍ଟିରେ ରଖି ଲକଟାଉନ୍ କଟକଣାକୁ କଡାକଡି କଡାକଡି କରାଯାଇଛି ।ଏପରିକି ଆଇନ ନମାନିଲେ କଡା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ।ନିୟମ ମାନିବାକୁ ପଡିବ। ଦିନ ୧ଟା ଯାଏଁ ରାସନ, ପରିବା ଆଦି ଦୋକାନ ଖୋଲା ରହିବ । ଘର ପାଖ ଦୋକାନରୁ ପରିବା ରାସନ କିଣିବାକୁ କମିଶନର […]Continue Reading