Home Posts tagged coronavirus pandemic (Page 18)
Odisha News
ଭୁବନେଶ୍ବର ୧୭/୭: ଓଡିଶାରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ। ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି। ୪ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ, ଗଜପତିରୁ ଜଣେ ଓ ଅନୁଗୁଳରୁ ଜଣଙ୍କର ମୃତ୍ୟୁ ଘଟିଛି।ଗଞ୍ଜାମର ୫୭ ବର୍ଷିଅ ବ୍ୟକ୍ତିଙ୍କର ପୂର୍ବରୁ […]Continue Reading
Odisha News
ଭୁବନେଶ୍ୱର,୧୭/୭: ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୧୧୦ ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୩୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ନୂଆ ଆକ୍ରାନ୍ତଙ୍କ ମଧ୍ୟରେ Continue Reading
Odisha News
ଭୁବନେଶ୍ୱର,୧୬/୭: କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍ । ବହୁଳ ସକ୍ରିୟ ସଂକ୍ରମିତ ଥିବା ଖୋର୍ଧା, କଟକ, ଗଞ୍ଜାମ, ଯାଜପୁର, ରାଉରକେଲା ମ୍ୟୁନିସିପାଲିଟି କର୍ପୋପେସନ୍ ଆଦି ୪ ଜିଲ୍ଲାରେ ଶୁକ୍ରବାର ରାତ୍ର ୯ରୁ ଜୁଲାଇ ୩୧ ମଧ୍ୟରାତ୍ର ଯାଏଁ ଲକଡାଉନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇଛନ୍ତି ।ଏହି ଲକ୍ଡାଉନ ସମୟରେ ଲୋକଙ୍କ ଯାତାୟତ ବନ୍ଦ ରହିବ। ଅତ୍ୟାବଶ୍ୟକକୁ ଛାଡ଼ି ସମସ୍ତ Continue Reading
Odisha News
ଭୁବନେଶ୍ୱର,୧୬/୭: ଭୁବନେଶ୍ୱରୁ ଗୁରୁବାର ଦିନ ୧୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି । ନୂଆ ସୁସ୍ଥଙ୍କୁ ମିଶାଇଲେ ଭୁବନେଶ୍ୱରରେ ଏବେ ୪୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୫୦୪ଟି ସକ୍ରିୟ ମାମଲା ଏବେ ବି ରହିଛି ।ସୁସ୍ଥ ହୋଇଥିବା ୧୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖଣ୍ଡଗିରି ପିପିଏଲ୍ ଅଞ୍ଚଳରୁ ଜଣେ ମହିଳା ଓ ଜଣେ ପୁରୁଷ, ଘାଟିକିଆ ସିଇଟି କଲେଜ ଅଞ୍ଚଳରୁ ଜଣେ […]Continue Reading
Odisha News
ଭୁବନେଶ୍ୱର,୧୬/୭: ରାଜଧାନୀ ଭୁବନେଶ୍ୱରରରୁ ଗୁରୁବାର ଦିନ ପୁଣି ନୂଆ ୬୦ଜଣ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୪୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୨୦ଜଣ ସ୍ଥାନୀୟ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଥିବା ନେଇ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।ସ୍ଥାନୀୟ ସଂକ୍ରମିତମାନେ ହେଲେ ଭୀମଟାଙ୍ଗିର ୫୦ ବର୍ଷୀୟ ବୃଦ୍ଧ, ଆଚାର‌୍ୟ୍ୟ ବିହାରର ୨୧ ଓ ୩୮ ବର୍ଷୀୟ ଦୁଇ ଯୁବକ, ଜୟଦେବ ବିହାରର ୨୬ ଓ ୨୧ Continue Reading
Odisha News
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ନୟାଗଡ / ନୂଆଗାଁ,୧୬/୭: ରାଜ୍ୟରେ କରୋ ନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ନୟାଗଡ ଜିଲ୍ଲାରେ ବୁଧବାର ଦିନ ଆଉ ୧୫ ଜଣକରୋ ନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆକ୍ରାନ୍ତ ଙ୍କ ସଂଖ୍ୟା ୨୯୦ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଏହି ୧୫ ଜଣ ଙ୍କ ମଧ୍ୟରୁ ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ ଝୋଲା ର ୯ ଜଣ ବୋଲି ଜଣାପଡିଛି। ଏହି ୯ ଜଣ ଙ୍କ […]Continue Reading
Odisha News
ଭୁବନେଶ୍ବର,୧୬/୭: ରାଜ୍ୟରେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରେ ମୃତକଙ୍କ ସଂଖ୍ୟା ୭୯ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଉଭୟ ମୃତକ ଗଞ୍ଜାମ ଜିଲ୍ଲାର ବାସିନ୍ଦା। ଉଭୟଙ୍କ ବୟସ ଯଥାକ୍ରମେ ୫୧ ଓ ୩୪। ୩୪ ବର୍ଷିୟ ଯୁବକଜଣକ ଉଚ୍ଚ […]Continue Reading
Odisha News
ଭୁବନେଶ୍ବର,୧୬/୫: ଆଜି ରାଜ୍ୟରେ ୪୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ Continue Reading
Odisha News
ଭୁବନେଶ୍ୱର,୧୫/୭: ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ ୨୪ ଘଣ୍ଟାରେ ସର୍ବାଧିକ ୯୦ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୬୩ ଜଣ ରହିଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ ପଜିଟିଭ୍ ଚିହ୍ନଟ ରହିଛନ୍ତି । ସେହିପରି ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି ।ଭୁବନେଶ୍ୱରରୁ ୯୦ଜଣ କୋଭିଡ଼-୧୯ ସଂକ୍ରମିତ Continue Reading
Odisha News
ଭୁବନେଶ୍ୱର ୧୫।୦୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ୬୧୮ ସଂକ୍ରମିତଙ୍କ […]Continue Reading