Home Posts tagged coronavirus pandemic (Page 19)
Odisha News
ଭୁବନେଶ୍ୱର,୧୪/୭: ୨୪ ଘଣ୍ଟାରେ ରାଜ୍ୟରେ ପ୍ରଥମ ଥର ଗୋଟିଏ ଦିନରେ ୬୦୯ ଆରୋଗ୍ୟ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ସୁସ୍ଥ ସଂଖ୍ୟା ୯୮୬୪ରେ ପହଞ୍ଚିଛି। ଏ ନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳାବର ଟ୍ଵିଟ୍ ଜରିଆରେ ଏହାର ସୂଚନା ଦିଆଯାଇଛି।ଗଞ୍ଜାମରୁ ସର୍ବାଧିକ ୨୬୮ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ସୁନ୍ଦରଗଡରୁ ୧୩୫, ଖୋର୍ଦ୍ଧାରୁ ୩୭, କଟକରୁ ୩୨, ବାଲେଶ୍ଵରରୁ ୨୫, କେନ୍ଦୁଝରରୁ ୨୩, ମୟୂରଭଞ୍ଜରୁ ୧୮, Continue Reading
Odisha News
ଭୁବନେଶ୍ୱର,୧୪/୭: ଓଡ଼ିଶାରେ ଆଜି ପୁଣି ୪ ଜଣ ଜୀବନ ନେଇଛି କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ ଛୁଇଁଛି।୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।କଟକର ଜଣେ ୭୧ ବର୍ଷୀୟ ବୃଦ୍ଧ ଆଜି କରୋନାରେ ଆଖି ବୁଜିଛନ୍ତି। ସେ ପୂର୍ବରୁ […]Continue Reading
Odisha News
ଭୁବନେଶ୍ବର ,୧୪/୭: ରାଜ୍ୟରେ ପୁଣି ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚିହ୍ନଟ ହୋଇଥିବା ୫୪୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।ସୂଚନା ଅନୁଯାୟୀ, ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮, ଖୋର୍ଦ୍ଧାରୁ ୮୭,ସୁନ୍ଦରଗଡ଼ Continue Reading
Odisha News
ଭୁବନେଶ୍ୱର,୧୩/୭: ସୋମବାର ଦିନ ଭୁବନେଶ୍ୱରରୁ ୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରୁ ୧୦ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ବେଳେ ୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ଜଣା ପଡିଛି ।ଆଜି ଜଣେ ବର୍ଷକର ଶିଶୁ କନ୍ୟା ଏବଂ ଜଣେ ୭ବର୍ଷର ବାଳକ କରୋନା ଆକ୍ରାନ୍ତ ହୋଇଛନ୍ତି । ବର୍ଷକର ଶିଶୁକନ୍ୟାଟି ରାଧାକ୍ରିଷ୍ଣ ତଳ ବସ୍ତିର ହୋଇଥିବା ବେଳେ ୭ବର୍ଷର ବାଳକ ଜଣକ ୟୁନିଟ-୫ର କେଶରୀନଗର ବସ୍ତିର ବୋଲି ଜଣାପଡିଛି । ଏ […]Continue Reading
Odisha News
ଭୁବନେଶ୍ୱର ୧୩ ।୭: ସୋମବାର ଦିନ ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।ମତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।Continue Reading
Odisha News
ଭୁବନେଶ୍ୱର,୧୩/୭: ସୋମବାର ଦିନ ରାଜ୍ୟର ୨୩ଟି ଜିଲ୍ଲାରୁ ୬୧୬ଜଣ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୧ଟି ସ୍ଥାନୀୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗଞ୍ଜାମରୁ ସର୍ବାଧିକ ୨୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସୋମବାର ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର Continue Reading
Odisha News
କମ୍ଭୁ ଧର ଖେତୀ ଙ୍କ ରିପୋର୍ଟ ବୈାଦ୍ଧ,୧୨/୭: ବୈାଦ୍ଧ କୋଭିଡ କେୟାର ସେଣ୍ଟରରେ ଚିକିତ୍ସିତ ହେଉଥିବା ୩ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହି ୩ ଜଣଙ୍କ ମଧ୍ୟରୁ ଜଣେ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ ହୋଇଥିବା ବେଳେ ଆଉ ଦୁଇ ଜଣ ମହିଳା ପ୍ରବାସୀ ଅଛନ୍ତି । ଏମାନଙ୍କ ଠାରେ କରୋନା ଲକ୍ଷଣ ଚିହ୍ନଟ ହେବା ପରେ ଗତ ୧ ତାରିଖ ଠାରୁ କୋଭିଡ କେୟାର ସେଣ୍ଟରରେ ଚିକିତ୍ସିତ ହୋଇଆସୁଥିଲେ । […]Continue Reading
Odisha News
ଭୁବନେଶ୍ୱର,୧୨/୭:ରାଜ୍ୟରେ କରୋନା ଆକ୍ରାନ୍ତରେ ରବିବାର ଦିନ ଆଉ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି।ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୦ Continue Reading
Odisha News
ଭୁବନେଶ୍ବର: ଆଜି ରାଜ୍ୟରେ ୫୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୩୯୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମ ଜିଲ୍ଲାରୁ  ସର୍ବାଧିକ ୨୩୦ Continue Reading