ଭୁବନେଶ୍ୱର,୧୦/୭: ରାଜ୍ୟରେ ଶୁକ୍ରବାର ଦିନ ଆଉ ୭୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସର୍ବାଧିକ ଆକ୍ରାନ୍ତ ଗଞ୍ଜାମରୁ ୩୨୦ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ସ୍ଥାନୀୟ ସଂକ୍ରମିତ ୨୪୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ Continue Reading
ଭୁବନେଶ୍ବର,୯/୭: ରାଜ୍ୟରେ ଗୁରୁବାର ଦିନ ପୁଣି ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପ୍ରଦତ୍ତ ସୂଚନା ଅନୁଯାୟୀ ସେମାନଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଭଦ୍ରକ ଜିଲ୍ଲାର ଜଣେ ଅଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷର ମହିଳା, ୫୮ ଓ […]Continue Reading
ଭୁବନେଶ୍ୱର ୮ । ୭: ରାଜ୍ୟରେ ଦିନକୁ ଦିନକ ଭୟଙ୍କର ହୋଇଚାଲିଛି କରୋନା ଭାଇରସ । ଆଜି ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୮ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ୩ ଜଣ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ ହୋଇଛି […]Continue Reading
ଭୁବନେଶ୍ବର,୮/୭: ରାଜ୍ୟରେ ବୁଧବାର ଦିନ ପୁଣି ୫୨୭ଜଣ ଆକ୍ରାନ୍ତ ଚିହ୍ନଟ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମାନଙ୍କ ଭିତରୁ ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୩୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।ବୁଧବାର ଗଞ୍ଜାମ ଜିଲ୍ଲାରୁ Continue Reading
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ଗଣିଆ,୭/୭ : ନୟାଗଡ ଜିଲ୍ଲା ଗଣିଆ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ୟ୍ୟରତ ଫାର୍ମାସିଷ୍ଟ ସୋମବାର ଦିନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି କୋଭିଡ୍ ଯୋଦ୍ଧା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ରୁ ଜନସାଧାରଣ ଙ୍କୁ ସୁରକ୍ଷିତ ରଖିବା ପାଇଁ ଗଣିଆ ଗ୍ରାମ ପଞ୍ଚାୟତ ସରପଞ୍ଚ ସସ୍ମିତା ଲେଙ୍କା ଜିଲ୍ଲାପାଳ ଙ୍କ କ୍ଷମତା ପ୍ରୟୋଗ କରି ୭୨ ଘଣ୍ଟା ଗଣିଆ ଗ୍ରାମ ପଞ୍ଚାୟତ କୁ ସଟ୍ ଡାଉନ୍ […]Continue Reading
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ନୂଆଗାଁ,୭/୭: ରାଜ୍ୟ ସରକାରଙ୍କ ଦ୍ଵାରା ପରିଚାଳିତ ଓଡ଼ିଶାରେ ଥିବା ପାଞ୍ଚଶହ ରୁ ଉର୍ଦ୍ଧ ହୋମିଓ ପ୍ୟାଥିକ ଚିକିତ୍ସାଳୟ ଛଅଶହ ରୁ ଉର୍ଦ୍ଧ୍ବ ଆୟୁର୍ବେଦିକ୍ ଚିକିତ୍ସାଳୟ ଗୁଡିକରେ ଆୟୁଷ ଡାକ୍ତର ଙ୍କୁ ନିଯୁକ୍ତି ଏବଂ ଔଷଧ ଯୋଗାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । କିନ୍ତୁ ସରକାର କରୋନା ମହାମାରୀ ର ମୁକାବିଲା ପାଇଁ ଆୟୁଷ ଡାକ୍ତର ଙ୍କୁ ସାମିଲ କରାଯିବା ପରେ ଚିକିତ୍ସାଳୟ ଗୁଡିକରେ ତାଲା ପଡ଼ିଥିବା ଦେଖିବାକୁ Continue Reading
ଭୁବନେଶ୍ୱର,୭/୭: ରାଜ୍ୟରେ ମଙ୍ଗଳବାର ଦିନ କରୋନାରେ ପୁଣି ୪ ଜଣ ଙ୍କର ମୃତ୍ୟୁ ଘଟିଛି । ଏଥିମଧ୍ୟରୁ ଅଛନ୍ତି ଗଞ୍ଜାମ ଜିଲ୍ଲାରୁ ୩ ଜଣ କରୋନା ରୋଗୀ। ଗଞ୍ଜାମର ୩ ମୃତକ ପୁରୁଷ ଓ ସେମାନଙ୍କର ବୟସ ୭୦, ୬୦ ଓ ୫୩ ବର୍ଷ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।ଆଉ ଜଣେ ମୃତକ କଟକ ଜିଲ୍ଲାର ୪୮ ବର୍ଷୀୟ ପୁରୁଷ। ଏହାକୁ ମିଶାଇ କଟକ […]Continue Reading
ଭୁବନେଶ୍ବର,୭/୭: ରାଜ୍ୟରେ ପୁଣି ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୧୬୮ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୦୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ Continue Reading
ଭୁବନେଶ୍ୱର,୭/୬:: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କ ପାଇଁ ଭିଡିଓ ଜରିଆରେ ବାର୍ତ୍ତା ଦେଇଛନ୍ତି। ଯେଉଁଥିରେ ମୁଖ୍ୟମନ୍ତ୍ରୀ କହିଛନ୍ତି କରୋନା ଯୁଦ୍ଧ ଜିତିବା ପାଇଁ ହେଲେ ୩ଟି ମନ୍ତ୍ର ଆପଣେଇବାକୁ ପଡିବ । ତ୍ୟାଗ, ସଂଯମ ଓ ଶୃଙ୍ଖଳା ବଜାଇ ରଖିବା ପାଇଁ ଆହ୍ୱାନ ଦେଇଛନ୍ତି।ସାରା ବିଶ୍ବରେ କୋଭିଡ ସଂକ୍ରମଣରେ ଭାରତ ତୃତୀୟ ସ୍ଥାନରେ ପହଞ୍ଚିଲାଣି। ଭାରତରେ ସଂକ୍ରମଣ ପ୍ରତି ୪ ଦିନରେ ଲକ୍ଷେ ବଢୁଛି।ଓଡ଼ିଶାରେ ମଧ୍ୟ କରୋନା ସଂକ୍ରମଣ Continue Reading