Home Posts tagged coronavirus pandemic (Page 22)
Odisha News
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ଦଶପଲ୍ଲା,୬/୭: ନୟାଗଡ ଜିଲ୍ଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଥିବା ବେଳେ ଦଶପଲ୍ଲା ବ୍ଲକ୍ ରେ କରୋ ନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ରେ ପହଞ୍ଚିଛି। କିନ୍ତୁ ଦୁର୍ଭାଗ୍ୟ ର କଥା ଜଣେ କରୋ ନା ଯୋଦ୍ଧା କୋଭିଡ୍‌-୧୯ ରେ ଆକ୍ରାନ୍ତ ହୋଇଛନ୍ତି । ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ମଧ୍ୟଖଣ୍ଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଜଣେ ଅଧିକାରୀ କରୋ ନା ରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ତାଙ୍କୁ ଭୁବନେଶ୍ବର […]Continue Reading
Odisha News
ଭୁବନେଶ୍ୱର,୭/୯: ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟରେ ୨୬୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇଲେ ଏଯାବତ ରାଜ୍ୟରେ ୬୪୮୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।ସୋମବାର ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏକାଥରକେ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା Continue Reading
Odisha News
ଭୁବନେଶ୍ୱର,୬/୭: ସୋମବାର ଦିନ ଭୁବନେଶ୍ୱରରୁ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୭ଜଣଙ୍କ ମଧ୍ୟରୁ ୧୦ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ବେଳେ ୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୨ଜଣ କରୋନା ଯୋଦ୍ଧା ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ ।ଚିହ୍ନଟ ୧୦ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ହେଉଛନ୍ତି ଡୁମଡୁମା ରଘୁନାଥ ନଗର ବସ୍ତିର ୪୦ […]Continue Reading
Odisha News
ବାଲେଶ୍ୱର,୬/୭: ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। ନୀଳଗିରି ବିଧାୟକ ସୁକାନ୍ତ ନାୟକ କୋଭିଡ-୧୯ରେ ସଂକ୍ରମିତ ହୋଇଛି ।ଯାହା ଏବେ ସରକାର ଓ ସ୍ଥାନୀୟ ପ୍ରଶାସନ ପାଇଁ ଚିନ୍ତାର ବଢିବାରେ ଲାଗିଛି ।ସୂଚନାଯୋଗ୍ୟ ଯେ, ନୀଳଗିରି ବିଧାୟକ ସୁକାନ୍ତ ନାୟକ କୋଭିଡ ସଂକ୍ରମିତ ଜଣାପଡିବା ପରେ ତାଙ୍କୁ କୋଭିଡ଼ ହସ୍ପିଟାଲରେ ଭର୍ତ୍ତି Continue Reading
Odisha News
ଭୁବନେଶ୍ୱର,୬/୭: ରାଜ୍ୟରେ ସୋମବାର ଦିନ ଆଉ ୨ଜଣଙ୍କ ମୁଣ୍ଡ ନେଲା କରୋନା। ମୃତକ ୨ ଜଣଙ୍କ ମଧ୍ୟରୁ ଜଣେ ଗଞ୍ଜାମର ୭୭ ବର୍ଷୀୟ ବୟସ୍କ ପୁରୁଷ ଓ ଅନ୍ୟ ଜଣେ ଯାଜପୁର ଜିଲ୍ଲାର ୬୪ ବର୍ଷୀୟ ବୟସ୍କ ପୁରୁଷ ଅଛନ୍ତି।ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ବେଳେ ଯାଜପୁରରେ ପ୍ରଥମ ମୁଣ୍ଡ ନେଇଛି କରୋନା। ଏ ଯାବତ୍ ଓଡ଼ିଶାରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮ରେ ପହଞ୍ଚିଛି।Continue Reading
Odisha News
ଭୁବନେଶ୍ୱର,୬/୭: ରାଜ୍ୟରେ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେଉଛି । କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ବଢି ଚାଲିଛି ।ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ୪ କରୋନା ଯଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।Continue Reading
Odisha News
ଭୁବନେଶ୍ୱର,୬/୭: ରାଜ୍ୟରେ ଦିନକୁଦିନ କରୋନାର ପ୍ରଭାବ କାୟା ବିସ୍ତାର କରିବାରେ ଲାଗିଛି । ସୋମବାର ଦିନ ପୁଣି ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୧୪୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୦୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୪ଟି ଜିଲ୍ଲାରୁ ଏହିସବୁ Continue Reading
Odisha News
କଟକ,୫/୭: କଟକର ମାଣିକଘୋଷ ବଜାରରେ କରୋନା ସଂକ୍ରମଣ ବ୍ୟାପିଥିବା ଜଣାଯାଇଛି। ସେଠାରେ ଗୋଟେ ପରିବାରରୁ ୧୧ ଜଣ କରୋନା ପଜିଟିଭ ଟିହ୍ନଟ ହୋଇଛନ୍ତି।ମିଳିଥିବା ସୂଚନା ଅନୁଯାୟୀ, ଏହି ପରିବାରର ଜଣେ ସଦସ୍ୟଙ୍କ ବାହାଘର ଉତ୍ସବରେ ଯୋଗ ଦେବା ଲାଗି ଭଉଣୀ ଭୁବନେଶ୍ବରରୁ କଟକ ଆସିଥିଲେ। ବାହାଘର ଉତ୍ସବ ଶେଷ ହେବା ପରେ ଭଉଣୀ ଭୁବନେଶ୍ବର ଫେରିଯାଇଥିଲେ। ସେଠାରେ ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେଇଥିଲା। ତାପରେ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାପରେ ପରିବାରର Continue Reading
Odisha News
ଭୁବନେଶ୍ୱର,୫/୭: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି।ଉଭୟ ମୃତକ ପୁରୁଷ। ଗଜପତିର ମୃତକଙ୍କ ବୟସ ୪୦ ବର୍ଷ । ସୁନ୍ଦରଗଡ଼ ଜିଲ୍ଲାର ମୃତକ ଜଣକ ୬୪ ବର୍ଷ ବୟସ୍କ ପୁରୁଷ , ସେ ମଧୁମେହରେ ମଧ୍ୟ ପୀଡ଼ିତ ଥିଲେ।Continue Reading
Odisha News
ଭୁବନେଶ୍ବର,୫/୭: ରାଜ୍ୟରେ ରବିବାର ଦିନ ପୁଣି ୪୬୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୫୨ ରହିଛି।ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ ରେ ପହଞ୍ଚିଛି।ଆଜି ୨୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା Continue Reading