Home Posts tagged coronavirus pandemic (Page 23)
Odisha News
ବ୍ରହ୍ମପୁର୪/୭: କରୋନା ମୁକାବିଲା ନେଇ ବ୍ରହ୍ମପୁରରେ ଚାଲିଛି ବ୍ୟାପକ ପ୍ରସ୍ତୁତି। ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ୭୦ଟି ଟିମ୍ ଘର ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଏଯାବତ୍ ୩,୭୧,୩୨୨ ଜଣଙ୍କ ସ୍କ୍ରିନିଂ କରାଯାଇଛି। ସେମାନଙ୍କ ମଧ୍ୟରୁ ୨୧୭ ଜଣଙ୍କୁ କରୋନା ସନ୍ଦିଗ୍ଧ ଭାବେ ଚିହ୍ନଟ କରାଯାଇଥିଲା।ଏମାନଙ୍କ ମଧ୍ୟରୁ ୬୫ ଜଣ କରୋନା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ରହ୍ମପୁର ମହାନଗର ନିଗମ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି। ଏହି Continue Reading
Odisha News
କବିସୂର୍ଯ୍ୟନଗର,୪/୭: କରୋନା ଯୋଦ୍ଧା ଭାବେ କାମ କରୁଥିବା ଶିକ୍ଷକ ପୁଅର ମୃତ୍ୟୁ ଖବର ପାଇ ପିତାମାତା ଆତ୍ମହତ୍ୟା କରିବା ଘଟଣା ଗଞ୍ଜାମ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣା ଗଞ୍ଜାମ ଜିଲ୍ଲା କବିସୂର‌୍ୟ୍ୟନଗର ଥାନା ନାରାୟଣପୁର ଶାସନରେ ଘଟିଛି।ମିଳିଥିବା ସୂଚନା ଅନୁଯାୟୀ, ଗତ ୧ ତାରିଖରେ ନାରାୟଣପୁର ଶାସନର କରୋନା ଯୋଦ୍ଧା ସୀମାଞ୍ଚଳ ଶତପଥୀ(୨୭) ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ ଭୁବନେଶ୍ଵରର ସମ୍ ହସ୍ପିଟାଲରେ ଭର୍ତ୍ତି Continue Reading
Odisha News
ଭୁବନେଶ୍ବର,୪/୭: ରାଜ୍ୟରେ ଶନିବାର ଦିନ ପୁଣି ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଥିବା ବେଳେ ଗଞ୍ଜାମରୁ ୩ ଜଣ ଅଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମର ୩ ମୃତକଙ୍କ ବୟସ ଯଥାକ୍ରମେ ୫୦, ୨୭ ଓ ୩୫ ବର୍ଷ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ବରର ଦୁଇ ମୃତକଙ୍କ ବୟସ ୫୧ ଓ ୬୪ ବର୍ଷ। […]Continue Reading
Odisha News
ଭୁବନେଶ୍ବର,୪/୭: ରାଜ୍ୟରେ ଶନିବାର ଦିନ ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ Continue Reading
Odisha News
ଭୁବନେଶ୍ବର,୩/୭ :ଗୁରୁବାର ଦିନ ଭୁବନେଶ୍ବରରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୨୪ଜଣଙ୍କ ମଧ୍ୟରୁ ୨୦ଜଣ ସଙ୍ଗରୋଧରେ ଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ଜଣା ପଡ଼ିଛି । ଏହା ସହ ଚିକିତ୍ସିତ ହେଉଥିବା ୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ଏବେ ମୋଟ ୩୬୯ଜଣ କରୋନା ଆକ୍ରାନ୍ତ ଥିବା ବେଳେ ୨୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । […]Continue Reading
Odisha News
କବିସୂର‌୍ୟ୍ୟନଗର,୩/୭ : ଏକମାତ୍ର ପୁଅର ଆଜି କରୋନା ପଜିଟିଭ୍ ରିପୋର୍ଟ ଆସିଲା। ଏହା ଶୁଣି କିଛି କ୍ଷଣ ପରେ ହୃଦ୍ଘାତରେ ଆଖି ବୁଜିଲେ ବାପା। ହେଲେ କରୋନା ସନ୍ଦେହରେ ବୃଦ୍ଧ ବାପାଙ୍କୁ କାନ୍ଧ ଦେବାକୁ ଆତ୍ମୀୟସ୍ବଜନ ଓ ପଡ଼ୋଶୀ କେହି ଆସିଲେନି। ଖାଲି ଏତିକି ନୁହେଁ, ଦିନେ ଯେଉଁ ଜାତି ଭାଇମାନେ ସୁଖବେଳେ ପାଖରେ ଛିଡ଼ା ହେଉଥିଲେ, ସମବେଦନା ଜଣାଇବାକୁ ଜଣେ ମଧ୍ୟ ଆସିଲେନି। ଶବ ଦୁଇ ଘଣ୍ଟାରୁ ଅଧିକ ସମୟ ପଡ଼ି ରହିଲା। ଶେଷରେ ପ୍ରଶାସନ […]Continue Reading
Odisha News
ଭୁବନେଶ୍ବର,୩/୭ : ଗୁରୁବାର ଦିନ ରାଜ୍ୟରେ ଆଉ ୨ଜଣ ବ୍ୟକ୍ତିଙ୍କ କରୋନା ଯୋଗୁଁ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର‌୍ୟ୍ୟନ୍ତ ୨୯ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ୬୬ବର୍ଷର ଜଣେ ପୁରୁଷ ହୋଇଥିବା ବେଳେ ଅନ୍ୟ ଜଣେ ୪୦ ବର୍ଷର ପୁରୁଷ ଉଭୟେ ଗଞ୍ଜାମ ଜିଲ୍ଲାର । ଏମାନଙ୍କ ଭିତରୁ ପ୍ରଥମ ସଂକ୍ରମିତଜଣକ ଉଚ୍ଚ […]Continue Reading
Odisha News
ଭୁବନେଶ୍ବର,୩ ।୭ : ଶୁକ୍ରବାର ଦିନ ରାଜ୍ୟରେ ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ୫୬୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ Continue Reading
Odisha News
ବୈାଦ୍ଧ,୨/୭: ଗୁରୁବାର ଦିନ ବୈାଦ୍ଧ ଜିଲ୍ଲାରୁ ପୁଣି ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜଣେ କୋଭିଡ ଯୋଦ୍ଧା କରୋନା ଆକ୍ରାନ୍ତ ହୋଇଛନ୍ତି ।ସେ କୋଭିଡ କେୟାର ସେଣ୍ଟରରେ କର୍ମଚାରୀ ଭାବରେ କାର୍ଯ୍ୟ କରୁଥିବା ବେଳେ ସେ କ୍ୱାରେଣ୍ଟା ଇନରେ ଥିଲେ । ଜିଲ୍ଲାରେ ଗୁରୁବାର ଦିନ ଗୋଟିଏ ଦିନରେ ୩ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସମସ୍ତ ପଜିଟିଭ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ୧ ।ସେମାନଙ୍କ ମଧ୍ୟରୁ ୨ ଜଣ […]Continue Reading