Home Posts tagged coronavirus pandemic (Page 24)
Odisha News
ଭୁବନେଶ୍ୱର, ୨। ୭: ଗୁରୁବାର ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୨ରେ ପହଁଚିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଥିବା ବେଳେ ଖୋର୍ଧାରୁ ୨୪, ମୟୂରଭଞ୍ଜରୁ ୧୪, କଟକରୁ ୧୩, କଳାହାଣ୍ଡି ଓ କେନ୍ଦ୍ରାପଡାରୁ […]Continue Reading
Odisha News
ଭୁବନେଶ୍ବର ୨।୭: ଭୁବନେଶ୍ବରରୁ ପୁଣି ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ୧୩ଜଣଙ୍କ ମଧ୍ୟରେ ୮ଜଣ ଘରୋଇ ସଙ୍ଗରୋଧରେ ଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି । ଏହା ସହ ଆଜି ୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ପକ୍ଷରୁ ଟୁଇଟର ଯୋଗେ ସୂଚନା ଦିଆଯାଇଛି।ଭୁବନେଶ୍ବରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୫ରେ ପହଞ୍ଚିଛି । ଏଥିମଧ୍ୟରୁ ୨୦୧ ଜଣ ସୁସ୍ଥ […]Continue Reading
Odisha News
ଭୁବନେଶ୍ବର,୨/୭: ଗୁରୁବାର ଦିନ ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର‌୍ୟ୍ୟନ୍ତ ୨୭ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରଦାନ କରାଯାଇଛି ।ଉଭୟଙ୍କ ଭିତରୁ ଜଣେ ଗଞ୍ଜାମ ଜିଲ୍ଲାରୁ ଜଣଙ୍କର ହୋଇଥିବାବେଳେ ଅନ୍ୟ ଜଣେ ଅନୁଗୁଳ ଜିଲ୍ଲାର। ଏହା ଅନୁଗୁଳ ଜିଲ୍ଲାର ପ୍ରଥମ କରୋନାଜନିତ ମୃତ୍ୟୁ ମାମଲା । ଏଣେ ଗଞ୍ଜାମ ଜିଲ୍ଲାରେ କରୋନା […]Continue Reading
Odisha News
ଭୁବନେଶ୍ବର,୨/୭: ରାଜ୍ୟରେ ଆଜି ପୁଣି ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ବି ଅମ୍ଫାନ ବାତ୍ୟାର ଉଦ୍ଧାର କାର‌୍ୟ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା Continue Reading
Odisha News
ପୁରୀ,୧/୭: ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ପଜିଟିଭ ଚିହ୍ନଟ ହୋଇଥିବା ଅଂଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟାକଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।ତେବେ ଆଜି ଚାଲିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ Continue Reading