
ଭୁବନେଶ୍ୱର, ୨୯/୭ : ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading