Home Posts tagged coronavirus pandemic (Page 4)
Odisha News
ଭୁବନେଶ୍ୱର, ୧୨/୭ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ […]Continue Reading
Odisha News
ଭୁବନେଶ୍ବର, ୧୦/୭: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ପୁଣି ୫୦୦ ଉପରେ ରହିଛି। ଆଜି ରାଜଧାନୀରେ କରୋନା ସଂକ୍ରମଣ କମିଥିବା ବେଳେ, କଟକ ଓ ପୁରୀରେ ବଢ଼ିଥିବା ଜଣାଯାଇଛି। ଗତ ୧୨ଦିନ ହେଲାଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ରବିବାର ଦିନ ୫୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭୬ ଜଣ କରୋନା […]Continue Reading
Odisha News
ଭୁବନେଶ୍ୱର ,୯/୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୯୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ […]Continue Reading
Odisha News
ଭୁବନେଶ୍ବର,୭/୭ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ପୁଣି ବଢ଼ିଛି। ଗତ ୧୦ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଗୁରୁବାର ଦିନ ୪୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଗତକାଲି ୪୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭୭ […]Continue Reading
Odisha News
ଭୁବନେଶ୍ବର, ୪/୭: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର କମିଛି। ଗତ ୭ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୨୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଗତକାଲି ୩୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ପଜିଟିଭ […]Continue Reading
Odisha News
ଭୁବନେଶ୍ବର,୨/୭ : ଶନିବାର କରୋନା ସଂକ୍ରମଣ ପୁଣି ବଢ଼ିଛି। ଗତକାଲି ୨୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ […]Continue Reading
Odisha News
ଭୁବନେଶ୍ୱର, ୩୦/୬: ଭୁବନେଶ୍ବରରେ ରହୁଥିଲେ କିମ୍ବା ବାହାରୁ ଏଠାକୁ ଆସୁଥିଲେ ଏଣିକି ବାଧ୍ୟତାମୂଳକ ଭାବେ ମାସ୍କ ପରିଧାନ କରିବେ। କରୋନା ସଂକ୍ରମଣ ବଢ଼ିବାରୁ ବିଏମ୍ସି କଟକଣା ବଢ଼ାଇଦେଇଛି। ତେଣୁ ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି।ମାସ୍କ ପରିଧାନ ସହ ୨ ମିଟର ସାମାଜିକ ଦୂରତ୍ୱ ପାଇଁ ନିର୍ଦ୍ଦେଶ ହୋଇଛି। ସପିଂ ମଲ୍, ଦୋକାନ ଓ ବଜାରରେ ମଧ୍ୟ ମାଲିକମାନେ ଏହାରି ଉପରେ ଯଥେଷ୍ଟ ପ୍ରାଧାନ୍ୟ ଦେବେ।ସମସ୍ତ ସରକାରୀ ଓ ଘରୋଇ Continue Reading
Top Stories
ଭୁବନେଶ୍ୱର ୨୯/୬: ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୬୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ […]Continue Reading
Top Stories
ପୁରୀ,୨୮/୬: ରଥଯାତ୍ରାରେ ବଣ୍ଟାଯିବ ୧୦ ଲକ୍ଷ ମାସ୍କ। କରୋନା ସଂକ୍ରମଣ ପୁଣି ଥରେ ମୁଣ୍ଡ ଟେକୁଥିବା ବେଳେ ତଥା ପଜେଟିଭ ହାର ବଢ଼ିବାକୁ ଲକ୍ଷ୍ୟରେ ରଖି ସ୍ୱାସ୍ଥ୍ୟ ବିଭାଗ ଏହି ନିଷ୍ପତ୍ତି ନେଇଛି। ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା।ବୈଠକ ପରେ ସେ ଏହି ସୂଚନା ଦେଇଛନ୍ତି। ଯେଉଁ ମାନଙ୍କୁ ଥଣ୍ଡା କାସ ଅଛି ସେମାନେ ଘରେ ବସି ଟିଭିରେ ମହାପ୍ରଭୁଙ୍କ ରଥଯାତ୍ରା ଦେଖନ୍ତୁ ବୋଲି Continue Reading
Top Stories
ଭୁବନେଶ୍ବର, ୨୮/୬: ମଙ୍ଗଳବାର କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ଆଗକୁ ରଥଯାତ୍ର ଥିବା ବେଳେ ମଙ୍ଗଳବାର ରାଜ୍ୟରେ ଶହେ ଟପିଛି କରୋନା ସଂକ୍ରମଣ। ଗତକାଲି ୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୫ ଜଣ ୧୮ […]Continue Reading
Seo wordpress plugin by www.seowizard.org.