Home Posts tagged coronavirus vaccine
Odisha News
ଭୁବନେଶ୍ବର, ୧୪/୭: ଗୁରୁବାର ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ଆଜି […]Continue Reading
Odisha News
ନୂଆଦିଲ୍ଲୀ,୧୧/୬: କ୍ରମାଗତ ଦୁଇ ଦିନ ଧରି ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଏହା ୮ ହଜାର ପାର କରିଛି।ଗୋଟିଏ ଦିନରେ ୮,୩୨୯ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। କ୍ରମାଗତ ଭାବେ ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସମସ୍ତ ମନରେ ଛନକା ପଶିଛି। ଦୀର୍ଘ ୩ ମାସ ପରେ ଦେଶରେ ୮ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବୁଲେଟିନ ଅନୁଯାୟୀ, ୨୪ ଘଣ୍ଟାରେ କରୋନା ଆଉ ୧୦ […]Continue Reading
Odisha News
ଭୁବନେଶ୍ବର, ୧୧/୬: ଗତକାଲି ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା […]Continue Reading
Odisha News
ନୂଆଦିଲ୍ଲୀ, ୪/୫ : ୨ରୁ ୧୮ ବର୍ଷର ପିଲାଙ୍କ ଶରୀରରେ କୋଭାକ୍ସିନର ବୁଷ୍ଟର ଡୋଜ୍ ପରୀକ୍ଷଣ ପାଇଁ ଭାରତୀୟ ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ଅନୁମତି ଲୋଡ଼ିଛି ଭାରତ ବାୟୋଟେକ୍ ।ଗତ ମାସରେ ୬ରୁ ୧୨ ମାସ ପିଲାଙ୍କ ପାଇଁ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର ଜରୁରୀ ବ୍ୟବହାର ପାଇଁ ଡିସିଜିଆଇ (ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ ଇଣ୍ଡିଆ) ଅନୁମତି ଦେଇଥିଲେ । ତା’ ପୂର୍ବରୁ ୫ରୁ ୧୨ ବର୍ଷର ପିଲାମାନଙ୍କ ନିମନ୍ତେ ବାୟୋଲୋଜିକାଲ-ଇ ଦ୍ବାରା Continue Reading
Odisha News
ଭୁବନେଶ୍ବର, ୭/୪ : ଗତକାଲି ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଗୁରୁବାର ରାଜ୍ୟର ମାତ୍ର ୧୧ଟି ଜିଲ୍ଲାରୁ ୨୮ ଜଣ […]Continue Reading
Odisha News
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୮ ଜଣ କରୋନା ପଜିଟିଭ ଚିହ୍ନଟ, ୮୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋରଭୁବନେଶ୍ବର,୨୧/୨: ସୋମବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୮୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା […]Continue Reading
Odisha News
ଭୁବନେଶ୍ୱର, ୧୨/୨: ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୧୫୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୬୧୧୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୪୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା […]Continue Reading
Odisha News
ଭୁବନେଶ୍ୱର,୭/୬:: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟବାସୀଙ୍କ ପାଇଁ ଭିଡିଓ ଜରିଆରେ ବାର୍ତ୍ତା ଦେଇଛନ୍ତି। ଯେଉଁଥିରେ ମୁଖ୍ୟମନ୍ତ୍ରୀ କହିଛନ୍ତି କରୋନା ଯୁଦ୍ଧ ଜିତିବା ପାଇଁ ହେଲେ ୩ଟି ମନ୍ତ୍ର ଆପଣେଇବାକୁ ପଡିବ । ତ୍ୟାଗ, ସଂଯମ ଓ ଶୃଙ୍ଖଳା ବଜାଇ ରଖିବା ପାଇଁ ଆହ୍ୱାନ ଦେଇଛନ୍ତି।ସାରା ବିଶ୍ବରେ କୋଭିଡ ସଂକ୍ରମଣରେ ଭାରତ ତୃତୀୟ ସ୍ଥାନରେ ପହଞ୍ଚିଲାଣି। ଭାରତରେ ସଂକ୍ରମଣ ପ୍ରତି ୪ ଦିନରେ ଲକ୍ଷେ ବଢୁଛି।ଓଡ଼ିଶାରେ ମଧ୍ୟ କରୋନା ସଂକ୍ରମଣ Continue Reading
Seo wordpress plugin by www.seowizard.org.