
ଭୁବନେଶ୍ବର, ୨/୬: ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି।ଆଜି ରାଜ୍ୟର ୩ଟି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ […]Continue Reading