Home Posts tagged couple jump in kathjodi river
Odisha News
କଟକ, ୯/୮ : ବ୍ରିଜ୍ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି। ଆଜି ସନ୍ଧ୍ୟା ବେଳେ ଏପରି ହୃଦୟବିଦାରକ ଘଟଣା କଟକ ତ୍ରିଶୁଳିଆ ବ୍ରିଜ୍‌ରେ ଘଟିଛି।ଉଭୟଙ୍କ ଘର ବାଙ୍କୀ ବାଆଁରା ରାମଚନ୍ଦ୍ର ଅଞ୍ଚଳର। ପାରିବାରିକ କଳହରୁ ଉଭୟ ଭରା ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି। ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଛି ବାରଙ୍ଗ ପୁଲିସ୍ ଅଗ୍ନିଶମ ବିଭାଗ।ରାମଚନ୍ଦ୍ର ଅଞ୍ଚଳର ଶତ୍ରୁଘ୍ନ ଲେଙ୍କା ପେସାରେ ଜଣେ ଡ୍ରାଇଭର। କଟକରେ ରହି ପ୍ରାଇଭେଟ୍ କାର ଚଲାନ୍ତି। ଆଜି Continue Reading
Seo wordpress plugin by www.seowizard.org.