
ଜେନିଭା,୫/୫: ଗତ ତିନିବର୍ଷ ହେଲା ସମଗ୍ର ବିଶ୍ବରେ ଆତଙ୍କ ଖେଳାଇଥିବା କୋଭିଡ୍ ମହାମାରୀ ଆଉ ବିଶ୍ବ ପାଇଁ ସ୍ବାସ୍ଥ୍ୟ ସଂକଟ ହୋଇ ରହିନାହିଁ । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ହୁ) ଘୋଷଣା କରିଛି ଯେ କୋଭିଡ୍ ଆଉ ‘ଗ୍ଲୋବାଲ ହେଲଥ୍ ଏମର୍ଜେନ୍ସି’ ନୁହେଁ । ୨୦୨୦ ଜାନୁଆରି ମାସରେ ହୁ କୋଭିଡକୁ ‘ଗ୍ଲୋବାଲ ହେଲଥ୍ ଏମର୍ଜେନ୍ସି’ ଘୋଷଣା କରିଥିଲା ଓ ତାହାର କିଛି ଦିନ ପରେ ଏହାକୁ ମହାମାରୀ ଘୋଷଣା କରିଥିଲା ।ହୁ ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରୋସ […]Continue Reading