
ଭୁବନେଶ୍ବର, ୨୦/୬: ଗତକାଲି ୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରେ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ଟି ଜିଲ୍ଲାରୁ ୪୬ ଜଣ କରୋନା ପଜିଟିଭ ଚିହ୍ନଟ […]Continue Reading