ଭୁବନେଶ୍ବର, ୧୭/୩: ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ଗୁରୁବାର ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]Continue Reading
ଭୁବନେଶ୍ୱର, ୯/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୨୪୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ […]Continue Reading
ଭୁବନେଶ୍ବର, ୪/୩: ଶୁକ୍ରବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ଆଜି ଝାରସୁଗୁଡ଼ା ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]Continue Reading
ଭୁବନେଶ୍ୱର ୨୭।୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୦୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ Continue Reading
ଭୁବନେଶ୍ଵର ୨୫।୭: ଗତ ୨୪ ଘଣ୍ଟାରେ ୭୨୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୫ ହଜାର ଟପି ୧୫୯୨୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଜରିଆରେ ଶନିବାର ଏହାର ସୂଚନା ଦିଆଯାଇଛି।ସ୍ଵାସ୍ଥ୍ୟ ବିଭାଗ ଅନୁଯାୟୀ, ଗଞ୍ଜାମରୁ ସର୍ବାଧିକ ୩୯୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ଵରରୁ ୩୨, ଯାଜପୁରରୁ ୩୨, ଗଜପତିରୁ Continue Reading
ଭୁବନେଶ୍ୱର ୨୫।୭: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ୧୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୨ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ।ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ ଲାଭ କରିଥିବା ସୂଚନା ମିଳିଛି । ଏହାସହ ରାଜଧାନୀରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୧୮୨୮ରେ ପହଁଚିଛି ।ଏହାସହ ରାଜଧାନୀରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୧୮୨୮ରେ ପହଁଚିଛି ।Continue Reading
NEW DELHI: Professional networking site LinkedIn on Tuesday said it is slashing about 960 jobs globally, about six per cent of its worldwide staff, amid the COVID-19 pandemic. The company, which is part of tech giant Microsoft, has about 1,200 employees in India. It also has a development centre in Bengaluru. When contacted, LinkedIn did […]Continue Reading
As of July 10, GoAir flew 103 international charters from the Gulf countries to Ahmedabad, Bengaluru, Chandigarh, Chennai, Delhi, Hyderabad, Jaipur, Kannur, Kochi, Kolkata, Lucknow and Mumbai. MUMBAI,JULY 14 : Budget carrier GoAir on Monday said it operated over 100 international charter flights and repatriated 18,195 stranded Indians in one month amidst the coronavirus Continue Reading
By Swagatika Bhutia Bhubaneswar, July 12 : With the objective of increasing people’s awareness about various population issues, the World Population Day was Observed by Aditya Birla Group’s Aditya AluminiumCompany at itsRR colony Pondoloi, of Lapanga in the district of Sambalpur. This was observed by adhering to the Covid Guidelines of the Government. To mark […]Continue Reading
ଭୁବନେଶ୍ୱର ୮ । ୭: ରାଜ୍ୟରେ ଦିନକୁ ଦିନକ ଭୟଙ୍କର ହୋଇଚାଲିଛି କରୋନା ଭାଇରସ । ଆଜି ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୮ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ୩ ଜଣ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ ହୋଇଛି […]Continue Reading